ଏସ୍‌ବିଆଇ ଏଟିଏମ୍ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

Published By : Prameya-News7 Bureau | December 31, 2019 IST

ଜଗତସିଂହପୁର ୩୧।୧୨: ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମ୍ ଭାଙ୍ଗି ଟଙ୍କା ଲୁଟ୍ ହୋଇଛି । ଜଗତସିଂହପୁର ଜିଲ୍ଲା ବିରିଡି ବ୍ଲକ୍ ମଇଁନ୍ଦିପୁର ଷ୍ଟେଟ୍ ବ୍ୟାଙ୍କ୍ ଶାଖା ଏଟିଏମ୍ ରୁ ଲୁଟ୍ କରିଛନ୍ତି ଦୁର୍ବୃତ୍ତ ।  ଲୁଟ୍ କରି ଦୁର୍ବୃର୍ତ୍ତ ଫେରାର ହୋଇଯାଇଥିବା ଜଣାପଡିଛି ।

{"id":204868,"sizeSlug":"large"}

ଗତକାଲି ବିଳମ୍ବିତ ରାତିରେ ଲୁଟ୍ ହୋଇଥିବା ସୂଚନା ମିଳିଛି । ତେବେ ଏଟିଏମରୁ କେତେ ଟଙ୍କା ଲୁଟ୍ ହୋଇଛି ତାହା ସ୍ପଷ୍ଟ ଭାବେ ଜଣାପଡିନାହିଁ । ବିରିଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି  ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.