Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଦୁଗ୍ଧ ଉତ୍ପାଦନ କେନ୍ଦ୍ରରୁ ଲୁଟ୍, ପ୍ରାୟ ୩ଲକ୍ଷ ଟଙ୍କାର ଯନ୍ତ୍ରାଶଂ ଲୁଟିନେଲେ ଦୁର୍ବୃତ୍ତ

8/08/2020 at 5:40 PM

ଆନନ୍ଦପୁର ୮।୮: କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ହାତିବନ୍ଧା ଦୁଗ୍ଧ ଉତ୍ପାଦନ କେନ୍ଦ୍ରରୁ ଲୁଟ୍ । କବାଟ ତାଡି ପ୍ରାୟ ୩ ଲକ୍ଷ ଟଙ୍କାର ସାମଗ୍ରୀ ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଚୋରୀ ହୋଇଥିବା ମଟର ପମ୍ପ ସମେତ ଯନ୍ତ୍ରାଶଂର ମୂଲ୍ୟ ପାଖାପାଖି ୩ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି ।

ଏ ନେଇ ଘଷିପୁରା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପରେ ପୋଲିସ ନିକଟସ୍ଥ ଏକ ଗାଁରେ ଚଢାଉ କରି ଚୋରୀ ସାମଗ୍ରୀ ଉଦ୍ଧାର କରିଛି । ଏହାସହ ୩ ଜଣଙ୍କୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts