Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||
  • ବିସ୍ଫୋରଣ କରି ଟ୍ରେନ୍ ଲାଇନ ଉଡାଇଲେ ନକ୍ସଲ, ପୋଷ୍ଟରରେ ଦେଲେ ଧମକ
  • ||
  • କୁହୁଡିର ଚାଦରରେ ଜଗତସିଂହପୁର, ଗମନାଗମନ ବାଧାପ୍ରାପ୍ତ
  • ||

ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ୍

29/03/2019 at 9:15 AM

ଭୁବନେଶ୍ବର ୨୯|୩ :  ଭୁବନେଶ୍ବର ଇନ୍ଦ୍ରଧନୁ ମାର୍କେଟର ମା ଗୌରି ସୁନା ଦେକାନରୁ ସୁନା ଚୋରି ଅଭିଯୋଗ ହୋଇଛି । ଗତକାଲି ବିଳମ୍ବିତ ରାତିରେ ସୁନା ଦୋକାନୀର ମାଲିକ ଗହଣା ଏକ ଆଟାଜରେ ଭର୍ତ୍ତି ଦୋକାନ ଆଗରେ ରଖି ଦୋକାନ ବନ୍ଦ କରୁଥିବା ବେଳେ ଜଣେ ଯୁବକ ବ୍ୟାଗକୁ ଉଠାଇ ନେଇଥିଲେ । ଏନେଇ ଦୋକାନୀ ମାଲିକ ନୟାପଲ୍ଲୀ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସିସିଟିଭି ଆଧାରରେ ତଦନ୍ତ ଆରମ୍ଭ କରିଛି ।

   Related Posts