ପିଏନ୍‌ବି ଏଟିଏମ୍‌ରୁ ଲୁଟ୍, ଏଟିଏମ୍ ମେସିନ୍ ସହ କ୍ୟାମେରା ଭାଙ୍ଗିଲେ ଦୁର୍ବୃତ୍ତ

Published By : Prameya-News7 Bureau | October 23, 2019 IST

ବାରଙ୍ଗ ୨୩।୧୦: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ୍ ଏଟିଏମରୁ ଲୁଟ୍ ହୋଇଛି । ନନ୍ଦନକାନନ ଫାଟକ ସମ୍ମୁଖରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ଏଟିଏମରୁ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । କ୍ୟାମେରା ଓ ଏଟିଏମ୍ ମେସିନ ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ ।

{"id":173553}

ତେବେ ଏଟିଏମରୁ କେତେ ଟଙ୍କା ଲୁଟ୍ ହୋଇଛି ତାହା ସ୍ପଷ୍ଟ ଜଣାପଡିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.