Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ରେଷ୍ଟୁରାଣ୍ଟରୁ ଲୁଟିନେଲେ ଦୁର୍ବୃତ୍ତ, ସିସିଟିଭି ଫୁଟେଜ୍ ଆଧାରରେ ତଦନ୍ତ

10/12/2020 at 11:49 AM

ଢେଙ୍କାନାଳ ୧୦।୧୨: ଢେଙ୍କାନାଳ ବସଷ୍ଟାଣ୍ଡ ନିକଟସ୍ଥ ଟ୍ରାଫିକ୍ ଛକରେ ଥିବା ୟମି ନାମକ ରେଷ୍ଟୁରାଣ୍ଟରୁ ଲୁଟିଛନ୍ତି ଦୁର୍ବୃତ୍ତ । ବୁଧବାର ରାତିରେ ଦୁର୍ବୃତ୍ତମାନେ ରେଷ୍ଟୁରାଣ୍ଟର ପଛପଟ ସଟର ଓ ଅଜବେଷ୍ଟସ ଭାଙ୍ଗି ଭିତରକୁ ପଶି ଲୁଟ୍ କରିଛନ୍ତି । ତେବେ ରେଷ୍ଟୁରାଣ୍ଟରୁ ଟଙ୍କା ସହ ସାମଗ୍ରୀ ଲୁଟିଥିବା ବେଳେ ତାର ଜୁସ୍ ୟୁନିଟରୁ ମଧ୍ୟ ଲୁଟ୍ କରିଛନ୍ତି । ଖବର ପାଇ ଟାଉନ୍ ପୋଲସ ପହଞ୍ଚି ରେଷ୍ଟୁରାଣ୍ଟର ସିସିଟିଭି ଫୁଟେଜ ଯାଞ୍ଚ କରୁଛି । ସିସିଟିଭି ଫୁଟେଜକୁ ଆଧାର କରି ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts