Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଏସ୍‌ବିଆଇ ଏଟିଏମ୍ ଭାଙ୍ଗି ଟଙ୍କା ଲୁଟିନେଲେ ଲୁଟେରା

1/10/2019 at 3:31 PM

ଯାଜପୁର ୧|୧୦:  ଯାଜପୁର ଟାଉନ୍ ସ୍ଥିତ ଅମ୍ବିକାଇ ଛକରେ ଥିବା ଷ୍ଟେଟ୍ ବ୍ୟାଙ୍କ୍ ଏଟିଏମ୍ ଭାଙ୍ଗି ଲୁଟିନେଲେ ଲୁଟେରା । ଏଟିଏମ୍ ରୁ ମୋଟ୍ ୨୫, ୨୭, ୬୦୦ ଟଙ୍କା ଲୁଟ୍ ହୋଇଥିବା ଜଣାପଡିଛି ।   ଘଟଣାସ୍ଥଳରେ ଯାଜପୁର ଏସପି ଚରଣ ସିଂ ମୀନା ପହଞ୍ଚିବା ସହ ତଦନ୍ତ ଆରମ୍ଭ କରିଛନ୍ତି। ଘଟଣାସ୍ଥଳରେ କଟକ ଆସିଥିବା ସାଇଣ୍ଟିଫିକ୍ ଟିମ୍ ଏବଂ ପୋଲିସ ଡଗ୍ ସ୍କ୍ବାଡ୍ ପହଞ୍ଚି ତନାଘନା ଆରମ୍ଭ ।

   Related Posts