Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଶନି ମନ୍ଦିରରୁ ତାଲା ଭାଙ୍ଗି ଲୁଟ୍, ମୁକୁଟ ସହ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

25/02/2021 at 10:51 AM

ନୀଳଗିରି ୨୫।୨: ଶନି ମନ୍ଦିରରୁ ତାଲା ଭାଙ୍ଗି ଲୁଟ୍ । ନୀଳଗିରି ଥାନା ଅନ୍ତର୍ଗତ ଖଡିପଦା ଗ୍ରାମରେ ଥିବା ଶନି ମନ୍ଦିରର ତାଲା ଭାଙ୍ଗି ବୁଧବାର ମଧ୍ୟରାତିରେ ଚୋରି ହୋଇଥିବା ଜଣାପଡିଛି। ଲୁଟେରାମାନେ ମନ୍ଦିର ଭିତରେ ପଶି ଠାକୁରଙ୍କ କେଜିଏରୁ ଅଧିକ ଓଜନର ରୂପା ମୁକୁଟ ସହ ଅନ୍ୟାନ୍ୟ ସୁନା ଅଳଙ୍କାର ଲୁଟିନେଇଛନ୍ତି ।

ବୁଧବାର ସନ୍ଧ୍ୟାରେ ଆରତୀ ପରେ ପୂଜକ ଚାବି ଦେଇ ଘରକୁ ଯାଇଥିଲେ ।  ଗୁରୁବାର ସକାଳୁ ଲୋକେ ତାଲା ଭଙ୍ଗାଯାଇଥିବା ଦେଖିବା ପରେ ମନ୍ଦିର ଭିତରେ ପଶି ଦେଖିଥିଲେ । ଦୁର୍ବୃତ୍ତମାନେ ମନ୍ଦିର ଭିତରେ ପଶି ମୁକୁଟ ଓ ଅଳଙ୍କାର ନେଇ ମୂର୍ତ୍ତି ମୁହଁକୁ ପଛ କରି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି ।

   Related Posts