Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୫୨ ଆକ୍ରାନ୍ତ, କିନ୍ତୁ ସଂକ୍ରମଣ ବୃଦ୍ଧିରେ ଲାଗୁନି ରୋକ୍‌
  • ||
  • କମ୍ବିଂ ବେଳେ ଏସ୍‌ଓଜି ଯବାନ-ମାଓବାଦୀ ମୁହାଁମୁହିଁ, ଗୁଳି ବିନିମୟରେ ମାଓବାଦୀ ମୃତ !
  • ||
  • ସାଲେପୁର : ଡାକ ଘରେ ଚାଲିଥିଲା ଭୋଜି ଭାତର ଆୟୋଜନ, ୩ ହଜାର ଟଙ୍କା ତଣ୍ଡ ଗଣିଲେ କର୍ମଚାରୀ
  • ||
  • ନୀଳଗିରି : ପୋଖରୀରେ ଗାଧୋଇବା ବେଳେ ଖସିଗଲା ଗୋଡ, ଚାଲିଗଲା ନାବାଳିକାଙ୍କ ଜୀବନ
  • ||
  • ସାନଖେମୁଣ୍ଡି : ବେଆଇନ ମଦ ବିକ୍ରିକୁ ନେଇ ଜନ ଅସନ୍ତୋଷ, ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
  • ||
  • କର୍ଲାମୁଣ୍ଡା : ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ବ ନିରୀକ୍ଷକ
  • ||
  • ଆନନ୍ଦପୁର : ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ୨ଟି ମହାବିଦ୍ୟାଳୟ ଛାତ୍ରଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ଦୈନିକ ଲକ୍ଷେ ଟେଷ୍ଟ କରନ୍ତୁ ରାଜ୍ୟ ସରକାର – ବିଜୟ ମହାପାତ୍ର
  • ||
  • ଭୁବନେଶ୍ବର : ଓଡିଶାର ଚିହ୍ନଟ ହୋଇନି କରୋନାର ଟ୍ରିପଲ ମ୍ୟୁଣ୍ଟାଣ୍ଟ – ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||
  • ଖୋର୍ଦ୍ଧା : ଅନଲାଇନ୍‌ରେ ପରୀକ୍ଷା ଅଥବା ବାତିଲ୍ ଦାବିରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ
  • ||

ଗାଡି ଶୋ’ରୁମ୍‌ରୁ ଲକ୍ଷାଧିକ ଟଙ୍କା ଲୁଟ୍ ଅଭିଯୋଗ, ପୋଲିସ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ

24/02/2021 at 1:44 PM

ବ୍ରହ୍ମପୁର ୨୪।୨: ଗାଡି ଶୋରୁମ୍‌ରୁ ଲୁଟ୍ ଅଭିଯୋଗ । ବ୍ରହ୍ମପୁର ସ୍ଥିତ ଖୋଡାସିଙ୍ଗିରେ ଥିବା ଏକ ଶୋରୁମ୍‌ରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ଅଭିଯୋଗ ପାଇବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ବ୍ରହ୍ମପୁର ସ୍ଥିତ ଖୋଡାସିଙ୍ଗିରେ ଥିବା ବାଜାଜ୍ ଶୋରୁମ୍‌ରୁ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଏ ନେଇ ଶୋରୁମ୍ ମାଲିକ ଥାନାରେ ଅଭିଯୋଗ କରିଛନ୍ତି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।

   Related Posts