Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଭରବ୍ରିଜ୍ ଉପରେ ବିରାଟ ଗାତ, ବିପଦସଙ୍କୁଳ ଅବସ୍ଥାରେ ଚଳାଚଳ କରୁଛି ଯାନବାହାନ
  • ||
  • ମାଟି ଘରେ ଶୋଇଥିଲେ ବୃଦ୍ଧା, ହଠାତ ମାଡି ବସିଲା କାନ୍ଥ
  • ||
  • ମାତିଛନ୍ତି ହାତୀପଲ : ଜଳକ୍ରୀଡା ପରେ ଭାଙ୍ଗୁଛନ୍ତି ଘର, ନଷ୍ଟ କରୁଛନ୍ତି ଫସଲ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୮ କୋଭିଡ୍ ପଜିଟିଭ୍
  • ||
  • ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଶିଳ୍ପନଗରୀରୁ ଗାଁ ଗହଳି ସବୁଠି ଉତ୍ସାହ
  • ||
  • ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ : ବିଜେପି କରୁଛି ୨୦ ଦିନିଆ ସେବା ସମର୍ପଣ ଅଭିଯାନ
  • ||
  • ଆଉ ଏକ ଲଘୁଚାପ : ୧୮ରୁ ବଢିବ ବର୍ଷା, ଉତ୍ତରରେ ଛେଚିବ
  • ||
  • ଭାଙ୍ଗିଗଲା ଓଭରବ୍ରିଜ୍‌ର ବିରାଟ ଖଣ୍ଡ, ୧୩ ଶ୍ରମିକ ଗୁରୁତର
  • ||
  • ଶୌଚ ପାଇଁ ଗଲା ବେଳେ ମାଡିଗଲା ଅଜଣା ଗାଡି, ୨ ମହିଳା ମୃତ
  • ||
  • ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଚକ-ଅଖ ସବୁ ଠପ୍
  • ||

ପଲସର୍ ଲୁଟେରା ଆତଙ୍କ, ମହିଳାଙ୍କଠାରୁ ଭ୍ୟାନିଟି ବ୍ୟାଗ୍ ଝାମ୍ପିନେଲେ ଦୁର୍ବୃତ୍ତ

21/07/2020 at 12:32 PM

ଆନନ୍ଦପୁର ୨୧।୭: ଆନନ୍ଦପୁର ପୌରାଞ୍ଚଳ ଶାଳପଡା ବଜାର ନିକଟରେ ଜଣେ ମହିଳାଙ୍କଠାରୁ ଲୁଟ୍ ହୋଇଛି । ଦୁର୍ବୃତ୍ତମାନେ ପଲସରରେ ଆସି ମହିଳାଙ୍କଠାରୁ ଝାମ୍ପି ନେଇଛନ୍ତି ଭ୍ୟାନିଟି ବ୍ୟାଗ୍ । ଏ ନେଇ ମହିଳା ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ମହିଳା ଜଣଙ୍କ ଶାଳପଡା ଜଳସମ୍ପଦ ବିଭାଗର ଜମି ଅଧିଗ୍ରହଣ ସେକ୍ସନର କମ୍ପ୍ୟୁଟର ଅପରେଟର ଭାବେ କାମ କରନ୍ତି । ତାଙ୍କ ନାଁ ହେଉଛି ସବିତା ନାୟକ । ସେ ଆଜି ନିଜ ସାଇକେଲ ଯୋଗେ ଶାଳପଡା ବଜାରକୁ ମାର୍କେଟିଂ କରିବାକୁ ଆସୁଥିବା ସମୟରେ ପଛପଟୁ ଦୁଇ ଜଣ ଦୃର୍ବୃତ୍ତ ଏକ କଳା ପଲସରରେ ଆସି ତାଙ୍କ ନିକଟରୁ ଭ୍ୟାନିଟି ବ୍ୟାଗଟି ଝାମ୍ପି ନେଇ ଦୃତଗତିରେ ପଳାଇଥିଲେ । ବ୍ୟାଗରେ ତାଙ୍କ ମୋବାଇଲ ଫୋନ୍ ଓ ନଗଦ ଟଙ୍କା ରହିଥିବା କହିଛନ୍ତି ସବିତା । ଏ ନେଇ ଥାନାରେ ଅଭିଯୋଗ ପରେ ଘସିପୁରା ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts