Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଗୁଳିମାଡ କରି ଲୁଟ୍, ମହିଳାଙ୍କଠୁ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ

22/02/2021 at 5:23 PM

ଚୌଦ୍ବାର ୨୨।୨: ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ଉପରେ ଗୁଳି ମାଡ କରି ଲୁଟ୍ । ଦୁର୍ବୃତ୍ତମାନେ ଫାଙ୍କା ଗୁଳିଚାଳନା କରି ଲୁଟିନେଲେ ମହିଳାଙ୍କଠୁ ସୁନା ଚେନ୍ ।

ଦୁର୍ବୃତ୍ତମାନେ ଜଗତପୁରରୁ ପିଛା କରି ଟାଙ୍ଗୀ ସ୍ଥିତ ହରିଅନ୍ତାଠାରେ ମହିଳାଙ୍କ ଉପରକୁ ଫାଙ୍କା ଗୁଳି କରି ତାଙ୍କଠାରୁ ସୁନା ଚେନ୍ ଲୁଟି ନେଇଛନ୍ତି । ଲୁଟ୍ ର ଶିକାର ହୋଇଛନ୍ତି ସ୍ଥାନୀୟ ହରିଅନ୍ତା ଗ୍ରାମର ମମତା ରାଉତ । ତାଙ୍କ ବୟସ ୪୫ ବର୍ଷ । ତାଙ୍କ ସ୍ବାମୀ ଲିଙ୍ଗରାଜ ରାଉତ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି । ଟାଙ୍ଗୀ ଥାନା ପୋଲିସ ଖବର ପାଇ ଘଟଣାସ୍ଥଳରେ ଛାନଭିନ୍ କରୁଛି ।

   Related Posts