Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ସୁନା ଦୋକାନରୁ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

30/12/2020 at 3:52 PM

ସମ୍ବଲପୁର ୩୦।୧୨: ସ୍ପଷ୍ଟ ଦିବାଲୋକରେ ଲୁଟ୍ । ସୁନା ଦୋକାନରୁ ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ସମ୍ବଲପୁର ଜିଲ୍ଲା ବୁର୍ଲା ସ୍ଥିତ ଇନ୍ଦିରା ଛକଠାରେ ଥିବା ଏକ ସୁନା ଦୋକାନରୁ ସୁନା ଦୋକାନରୁ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଇଛନ୍ତି ଦୁର୍ବୃତ୍ତ । ଦୁର୍ବୃତ୍ତମାନେ ଗ୍ରାହକ ବେଶରେ ଆସି ଏଭଳି ଲୁଟ୍ କରିଥିବା ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts