ସୁନା ଦୋକାନରୁ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

Published By : Prameya-News7 Bureau | December 30, 2020 IST

ସମ୍ବଲପୁର ୩୦।୧୨: ସ୍ପଷ୍ଟ ଦିବାଲୋକରେ ଲୁଟ୍ । ସୁନା ଦୋକାନରୁ ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ସମ୍ବଲପୁର ଜିଲ୍ଲା ବୁର୍ଲା ସ୍ଥିତ ଇନ୍ଦିରା ଛକଠାରେ ଥିବା ଏକ ସୁନା ଦୋକାନରୁ ସୁନା ଦୋକାନରୁ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଇଛନ୍ତି ଦୁର୍ବୃତ୍ତ । ଦୁର୍ବୃତ୍ତମାନେ ଗ୍ରାହକ ବେଶରେ ଆସି ଏଭଳି ଲୁଟ୍ କରିଥିବା ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.