Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଫୁଲ ତୋଳିବା ବେଳେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ, ସୁନା ଗହଣା ଲୁଟିନେଲେ ୩ ଲୁଟେରା

23/02/2021 at 10:35 AM

ଭୁବନେଶ୍ବର ୨୩।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଲୁଟେରାଙ୍କ ଆତଙ୍କରାଜ । ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ କରି ଲୁଟି ନେଲେ ସୁନା ଅଳଙ୍କାର । ଦୁର୍ବୃତ୍ତଙ୍କ ଆକ୍ରମଣରେ ମହିଳା ଗୁରୁତର ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସ୍ଥିତ ଚନ୍ଦ୍ରଶେଖରପୁର ଅଞ୍ଚଳରେ ସକାଳେ ଫୁଲ ତୋଳୁଥିବା ବେଳେ ଆକ୍ରମଣ ଖଣ୍ଡାରେ ଆକ୍ରମଣ କରି ଲୁଟ୍‌ କଲେ ଦୁର୍ବୃତ୍ତ । ପଲସରରେ ୩ ଜଣ ଦୁର୍ବୃତ୍ତ ଆସିଥିବା ସୂଚନା ମିଳିଛି । ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ କରିସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ । ମହିଳାଙ୍କ ପାଟିଶୁଣି ସ୍ବାମୀ ରକ୍ଷା କରିବାକୁ ଉଦ୍ୟମ କରୁଥିବା ବେଳେ ତାଙ୍କୁ ମଧ୍ୟ ଦୁର୍ବୃତ୍ତମାନେ ଆକ୍ରମଣ କରିଥିବା ଜଣାଡିଛି । ଉଭୟଙ୍କୁ ସ୍ଥାନୀୟଲୋକ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ଏନେଇ ଚନ୍ଦ୍ରଶେଖରପୁର ଥାନାରେ ଏତଲା ଦିଆଯିବା ପରେ ପୋଲିସ ଛାନଭିନ୍ ଆରମ୍ଭ କରିଛି ।

   Related Posts