Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଶୋଇଥିବା ବେଳେ ଘରେ କଳାକନା ବୁଲାଇଲେ ଚୋର, ଲୁଟିନେଲେ ଲକ୍ଷାଧିକ ଟଙ୍କା ଓ ସୁନା ଗହଣା

20/10/2020 at 11:39 AM

ଆଠଗଡ ୨୦।୧୦: ଆଠଗଡ଼  ଅଞ୍ଚଳରେ ପୁଣି ମାତିଲେ ଲୁଟେରା । ସୋମବାର ରାତିରେ ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ବାଳିଶାସନ ଗାଁର ସୁରେଶ ଚନ୍ଦ୍ର ଆଚାର୍ଯ୍ୟଙ୍କ ଘରେ ପଶି ଲୁଟିନେଲେ ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ।  ପରିବାର ଲୋକ ଶୋଇଥିବା ଅବସ୍ଥାରେ ନିଶାଯୁକ୍ତ ଗ୍ୟାସ୍ ସ୍ପ୍ରେ କରି  ଲୁଟ୍ ହୋଇଥିବା ସନ୍ଦେହ । 

ଘଟଣା ସ୍ଥଳରେ ଗୁରୁଡୁଝାଟିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଗତ କିଛି ଦିନ ହେବ ଆଠଗଡ ଅଞ୍ଚଳରେ ବାରମ୍ବାର ଚୋରୀ ହେଉଥିବା ଅଭିଯୋଗ ହେଉଛି ।

   Related Posts