Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||

ବନ୍ଧୁକ ମୁନରେ ଲୁଟ୍ : ଗ୍ରାହକ ସେବାକେନ୍ଦ୍ର ମାଲିକଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

16/07/2019 at 12:03 PM

କାମାକ୍ଷାନଗର ୧୬|୭: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ କଳା ପଲସର୍‌ ଆତଙ୍କ । ବନ୍ଧୁକ ଦେଖାଇ ଝାମ୍ପିନେଲେ ୧ ଲକ୍ଷ ୭୬ ହଜାର ଟଙ୍କା । ତଣ୍ଡିମୁଣ୍ଡା ଛକ ନିକଟରେ ଗ୍ରାହକ ସେବାକେନ୍ଦ୍ର ମାଲିକଙ୍କଠାରୁ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ । ୩ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ଟଙ୍କା ଝାମ୍ପି ନେଇଛନ୍ତି । କମାକ୍ଷାନଗର ସ୍ଥିତ ନିଜ ଘରୁ ଟଙ୍କା ନେଇ ବାଟଗାଁ ସେବାକେନ୍ଦ୍ରକୁ ଯାଉଥିବା ବେଳେ ସେ ଲୁଟ୍ ର ଶୀକାର ହୋଇଛନ୍ତି । ଲୁଟ୍ ନେଇ ଥାନାରେ ଅଭିଯୋଗ କରିଛନ୍ତି ଗ୍ରାହକ ସେବାକେନ୍ଦ୍ରର ମାଲିକ । ଅଭିଯୋଗ ପରେ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । ହେଲେ ଏପର୍ଯ୍ୟନ୍ତ ଲୁଟେରାମାନଙ୍କର ପତ୍ତା ମିଳିନାହିଁ ।

   Related Posts