Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ବନ୍ଧୁକ ମୁନରେ ଲୁଟ୍, ବ୍ୟାଙ୍କ୍‌ରୁ ୩ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଡକାୟତି ଅଭିଯୋଗ

18/10/2021 at 3:36 PM

ସାଲେପୁର ୧୮।୧୦: ଦିନ ଦ୍ବିପ୍ରହରରେ ଫାଇନାନ୍ସ ବ୍ୟାଙ୍କରୁ ଡକାୟତି । ସାଲେପୁର ମୁଖ୍ୟ ବଜାରରେ ଥିବା ଉତ୍କର୍ଷ ସ୍ମଲ ଫାଇନାନ୍ସ ବ୍ୟାଙ୍କ ଭିତରୁ ବନ୍ଧୁକ ମୁନରେ ୩ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଡକାୟତି । ୩ ଜଣ ଦୁର୍ବୃତ୍ତ ଗୋଟିଏ ବାଇକ୍ ରେ ମୁଖା ପିନ୍ଧି ଆସି ବନ୍ଧୁକ ଦେଖାଇ ଲୁଟି ନେଇଥିବା ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ପୋଲିସର  ତଦନ୍ତ ଆରମ୍ଭ ହୋଇଛି ।

ବ୍ୟାଙ୍କର ଜଣ ଜଣ କର୍ମଚାରୀଙ୍କୁ ପୋଲିସ ଘଟଣା ସମ୍ପର୍କରେ ପଚରାଉଚରା ଜାରି ରଖିବା ସହ ସିସିଟିଭିକୁ ମଧ୍ୟ ଯାଞ୍ଚ କରୁଛନ୍ତି । ଏଥିସହ କଟକ, ଜଗତପୁର, କେନ୍ଦ୍ରାପଡ଼ା, ଯାଜପୁର ଓ ଜଗତସିଂହପୁର ଆଦି ଅଞ୍ଚଳର ଏଭଳି କ୍ରିମିନାଲମାନଙ୍କର ଗତିବିଧିକୁ ତର୍ଜମା କରୁଛନ୍ତି । ହେଲେ କୌଣସି ଅପରାଧିକ ସୁରାକ ଏ ପର୍ଯ୍ୟନ୍ତ ମିଳିପାରିନାହିଁ ।

   Related Posts