Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||
  • ୫ରାଜ୍ୟ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର କଟକଣା : ରହିବେ ୭ଦିନ ହୋମ୍ ଆଇସୋଲେସନ୍‌ରେ
  • ||
  • ଅଳ୍ପକେ ବର୍ତ୍ତିଲେ ବିଏସଏଫ ଯବାନ, କମ୍ବିଂ ବେଳେ ବିପୁଳ ପରିମାଣର ବିସ୍ପୋରକ ଜବତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍, ୩୩୭୧୦୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଖୋର୍ଦ୍ଧା : ସାରୁଆରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ବନ୍ଧୁକ ମୁନରେ ଲୁଟ୍, ଗୋଦାମ ମାଲିକଙ୍କଠାରୁ ୧୦ଲକ୍ଷ ଟଙ୍କା ଲୁଟିନେଲେ ମୁଖାପିନ୍ଧା ଦୁର୍ବୃତ୍ତ

12/12/2019 at 3:32 PM

ଝାରସୁଗୁଡା ୧୨।୧୨: ଦିନ ଦ୍ବିପ୍ରହରରେ ବନ୍ଧୁକ ଦେଖାଇ ଲୁଟ୍ । ଗୋଦାମ ମାଲିକଙ୍କ ଠାରୁ ପ୍ରାୟ ୧୦ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଝାରସୁଗୁଡା ସହରର ସରବାହଲ ବାଇପାସ ନିକଟରେ ଥିବା କେଡ଼ିଆ ଗୋଦାମରୁ ହୋଇଛି ଲୁଟ୍ ହୋଇଛି । ଦୁଇ ଜଣ ଅଜଣା ମୁଖା ପିନ୍ଧା ଯୁବକ ବାଇକରେ ଆସି ଲୁଟି ନେଇଛନ୍ତି ଟଙ୍କା । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts