Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଜମିବାଡି ବିବାଦକୁ କେନ୍ଦ୍ରକରି ଜଣଙ୍କୁ ହତ୍ୟା ; ଦୁର୍ବୃତ୍ତ ଫେରାର

18/12/2018 at 10:53 AM

ବାଲିଗୁଡା ୧୮|୧୨:  ବାଲିଗୁଡା ଥାନା ଅନ୍ତର୍ଗତ କାମାରି ଗାଁରେ ହତ୍ୟାକାଣ୍ଡ ଘଟିଛି । ଜମିବାଡି ବିବାଦକୁ କେନ୍ଦ୍ର କରି ଜଣଙ୍କୁ ହତ୍ୟା କରାଯାଇଛି । ଗୁଳିକରି ହତ୍ୟା କରି ଦୁର୍ବୃତ୍ତଫେରାର ହେ।ଇଯାଇଛନ୍ତି । ମୃତକ ହେଲେ ରାମଚନ୍ଦ୍ରପଧାନୀ । ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡହେ।ଇଛି । ଘଟଣାର ତଦନ୍ତ କରୁଛି ପେ।ଲିସ ।

   Related Posts