Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

କାର୍ ପୋଡି ଦେଲେ ଦୁର୍ବୃତ୍ତ, ମାଓବାଦୀଙ୍କ ହାତ ଥିବା ସନ୍ଦେହ

18/06/2019 at 8:26 AM

ଭଞ୍ଜନଗର ୧୮|୬: ଅଜଣା କାର୍‌କୁ ଜାଳିଦେଲେ ଦୁର୍ବୃତ୍ତ । ଗଞ୍ଜାମ ଜିଲ୍ଲା ବଡଗଡ ଥାନା ଅନ୍ତର୍ଗତ ବୋରଦା ନିକଟରେ କାର୍‌ଟିକୁ ପୋଡି ଦେଇଛନ୍ତି ଦୁର୍ବୃତ୍ତ । ତେବେ ଗାଡିଟି କାହାର ଏବଂ କାହିଁକି କିଏ ଗାଡିଟିକୁ ପୋଡିଛି ତାହା ସ୍ପଷ୍ଟ ଜଣାପଡିନାହିଁ ।

ତେବେ ଗାଡି ପୋଡି ପଛରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି । ଖବର ପାଇ ଘଟଣାସ୍ଥଳରେ ବଡଗଡ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

   Related Posts