Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ସଂକ୍ରମଣ, ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୬୪୨ ଆକ୍ରାନ୍ତ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||

ଖୋର୍ଦ୍ଧାରେ ମାତିଛନ୍ତି ଲୁଟେରା, ମନ୍ଦିରକୁ କରୁଛନ୍ତି ଟାର୍ଗେଟ୍

30/08/2019 at 3:37 PM

ଖୋର୍ଦ୍ଧା ୩୦|୮: ଜଟଣୀ ଏବଂ ଏହାର ଅଞ୍ଚଳରେ ଥିବା ବିଭିନ୍ନ ମନ୍ଦିରରୁ ଗତ କିଛି ଦିନ ହେବ ଚୋରି ହେଉଛି । ସାତ ଦିନ ତଳେ ରାଜାବଜାର ସ୍ଥିତ ବାଲୁଙ୍କେଶ୍ବର ମନ୍ଦିରରୁ ହୁଣ୍ଡି ଚୋରି ହୋଇଥିଲା । ପରେ ଗତ ୨୮ ତାରିଖରେ ଜଟଣୀ ଲୋକକଲୋନୀ ର ସାଇ ମନ୍ଦିରର ହୁଣ୍ଡିରୁ ଚୋରୀ ହୋଇଥିଲା ।

ପୁଣି କୁସୁମାଟିର ଜଗନ୍ନାଥ ମନ୍ଦିରରୁ ଦୁର୍ବୃତ୍ତମାନେ ହୁଣ୍ଡି ସହ ମନ୍ଦିରର ବାସନ କୁସନ ଓ ସାଉଣ୍ଡ ସିଷ୍ଟମ ଚୋରୀ କରିଛନ୍ତି । ଏ ନେଇ ଚୋରୀ ଯାଇଥିବା ମନ୍ଦିର କମିଟି ପକ୍ଷରୁ ଜଟଣୀ ପୋଲିସକୁ ଲିଖିତ ଅଭିଯୋଗ ହୋଇଥିଲେ ସୁଦ୍ଧା ପୋଲିସ ଚୋରମାନଙ୍କୁ ଧରିବାରେ ବିଫଳ ହୋଇଛି। ଫଳରେ ଜନ ଅସନ୍ତୋଷ ବୃଦ୍ଧି ପାଉଛି।

   Related Posts