Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିୟାଣା : ଚଳନ୍ତା କାର ଉପରେ ଓଲଟି ପଡିଲା କଣ୍ଟେନର, ୩ ମୃତ
  • ||
  • ଅଷ୍ଟ୍ରେଲିଆକୁ ଆଉ ଏକ ଝଟକା, ଷ୍ଟାର୍କ ଆହତ, ପ୍ରଥମ ଟି୨୦ରୁ ପଡିବେ ବାଦ୍ !
  • ||
  • ବରଗଡ : ଟ୍ରକ୍‌ ସହ ଧକ୍କା ହେଲା ବରଯାତ୍ରୀ ବୋଲେରୋ, ୩ ମୃତ, ୪ ଗୁରୁତର
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ୪ ଗିରଫ
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ରାଜଧାନୀରେ ବନ୍ଧୁକଧାରୀଙ୍କ ଆତଙ୍କରାଜ, ପେଟ୍ରୋଲ ପମ୍ପ୍‌ରେ କର୍ମଚାରୀଙ୍କୁ ଦେଖାଇଲେ ବନ୍ଧୁକ

11/03/2020 at 11:56 AM

ଭୁବନେଶ୍ବର ୧୧।୩: ରାଜଧାନୀରେ ବନ୍ଧୁକଧାରୀ ଦୁର୍ବୃତ୍ତଙ୍କ ଆତଙ୍କରାଜ । ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଆତଙ୍କ ଖେଳାଇଲେ ଦୁର୍ବୃତ୍ତ । ଭୁବନେଶ୍ବର ଉପକଣ୍ଠ ସୁନ୍ଦରପଦା ନିକଟ ପେଟ୍ରୋଲ ପମ୍ପରେ ଏଭଳି ଘଟଣା ଘଟିଛି । ସିସିଟିଭିରେ କଏଦ ହୋଇଛି ଦୁର୍ବୃତ୍ତଙ୍କ ଆତଙ୍କରାଜର ଏହି ଭିଜୁଆଲ ।

ବାଇକରେ ଆସି ୩ ଦୁର୍ବୃତ୍ତ ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କୁ ପ୍ରଥମେ ଭୟଭୀତ କରିଥିଲେ । ବନ୍ଧୁକ ଦେଖି ଭୟରେ ଦୌଡି ପଳାଇଥିଲେ ପେଟ୍ରୋଲ ପମ୍ପ୍ କର୍ମଚାରୀ । ଏ ନେଇ ଅଭିଯୋଗ ପରେ ପୋଲିସ ଘଟଣାର ତନାଘନା ଆରମ୍ଭ କରିଛି ।

   Related Posts