Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ମହାନଦୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର, ଗାଧୋଇବାକୁ ଯାଇ ଫେରିନଥିଲେ

7/10/2020 at 7:13 PM

ସାଲେପୁର ୭।୧୦: ମହାନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନିଖୋଜ ହୋଇଥିବା ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ଜଗତପୁର ଥାନା ଅନ୍ତର୍ଗତ ଜଗତପୁର ନୂତନ ଶିଳ୍ପାଞ୍ଚଳ ମହାନଦୀରେ । ମୃତକ ହେଲେ ଜଗତପୁର ଥାନା ଅନ୍ତର୍ଗତ ନୂତନ ଶିଳ୍ପାଞ୍ଚଳର ପ୍ରେମାନନ୍ଦ ବିଶ୍ବାଳଙ୍କ ପୁଅ ଚନ୍ଦନ ବିଶ୍ବାଳ ।

ଚନ୍ଦନ ଦିନ ୧୨ଟା ସମୟରେ ମହାନଦୀକୁ ଗାଧୋଇବାକୁ ଯାଇ ଘରକୁ ଫେରି ନଥିଲା । ବହୁ ଖୋଜାଖୋଜି କରିବା ପରେ ଶେଷରେ ଅଗ୍ନିଶମ ବିଭାଗ ଓ ଓଡ୍ରାଫ ଟିମ୍ ସହାୟତାରେ ଅପରାହ୍ନ ୪ଟା ସମୟରେ ମୃତଦେହ ନଦୀରୁ ଉଦ୍ଧାର କରାଯାଇଥିଲା । ଘଟଣାସ୍ଥଳରେ ଜଗତପୁର ପୋଲିସ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।

   Related Posts