Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଗଡ଼ିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଗତକାଲିଠୁ ଥିଲେ ନିଖୋଜ, ହତ୍ୟା ସନ୍ଦେହ

30/01/2021 at 6:42 PM

ରାଇରଙ୍ଗପୁର ୩୦/୦୧:  ମୟୁରଭଞ୍ଜ ଜିଲ୍ଲା ତିରିଙ୍ଗ ଥାନା ଅନ୍ତର୍ଗତ ସୁରୁଦା ଗାଁ ନିକଟ ଏକ ଗଡ଼ିଆରେ ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ମୃତକ ସେହି ଗାଁ ତାରଜନ ମୁଣ୍ଡା ବୋଲି ଜାଣିବାକୁ ମିଳିଛି। ତାର୍ଜନ ଗତକାଲିଠୁ ନିଖୋଜ ଥିଲେ। ହେଲେ ଆଜି ଗଡ଼ିଆରେ ଉଲଗ୍ନ ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହା ଏକ ହତ୍ୟା ଘଟଣା ବୋଲି ସନ୍ଦେହ କରାଯାଉଛି। କାରଣ ଗଡ଼ିଆରେ ଯେତେ ପାଣି ଅଛି ଜଣେ ମଣିଷ ପକ୍ଷରେ ବୁଡିଯିବା ସମ୍ଭବ ନୁହଁ। ସୂଚନା ମିଳିଥିଲେ ବି ପୋଲିସ ଘଟଣାସ୍ଥଳରେ ପହଞ୍ଚି ପାରି ନାହିଁ। ତଦନ୍ତ ହେଲେ ଘଟଣା ବିଷୟରେ ଜଣା ପଡିବ ବୋଲି ସ୍ଥାନୀୟ ଲୋକେ କହିଛନ୍ତି।

   Related Posts