Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଜଙ୍ଗଲରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ : ବଳି ସନ୍ଦେହ

6/01/2020 at 11:57 AM

କଣ୍ଟାବାଞ୍ଜି ୬/୧: ଜଙ୍ଗଲରୁ ମିଳିଛି ନିଖୋଜ ନାବାଳିକାଙ୍କ ମୃତଦେହ। ସିନ୍ଧେକେଲା ଥାନା ଗୁଜିଚକା ଗାଁ ନିକଟ ଜଙ୍ଗଲରୁ ମିଳିଲା ମୃତଦେହ। ଘଟଣାସ୍ଥଳରେ ସିନ୍ଧେକେଲା ପୋଲିସ ଓ ବଲାଙ୍ଗୀର ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

  ଗତ ୨୪ ତାରିଖରୁ ନିଖୋଜ ଥିଲେ ନାବାଳିକା। ନାବାଳିକାକୁ ବଳି ଦିଆଯାଇଥିବା ସନ୍ଦେହ କରାଯାଉଛି। ନାବାଳିକାର ବଡ଼ ଭାଇକୁ ଅଟକ ରଖି ପୋଲିସ୍ ଛାନଭିନ୍‌ ଚଳାଇଛି। ପୂର୍ବରୁ ମଧ୍ୟ ଅଟକ ଥିବା ଯୁବକ ଏକ ନାବାଳକକୁ ବଳି ଦେଇଥିବା ଅଭିଯୋଗରେ ଜେଲ ଯାଇଥିଲା

   Related Posts