Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ସଟ୍‌ଡାଉନ୍‌
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ
  • ||
  • ଭଦ୍ରକ : ଚାକିରୀରୁ ବିଦା ହେଲେ ରସିକିଆ ଶିକ୍ଷକ, ହ୍ବାଟସଆପ୍ ଗ୍ରୁପରେ ପଠାଇଥିଲେ ନିଜ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ
  • ||
  • ଆନନ୍ଦପୁର : ବାଲି ଗାଡି ମାଲିକଙ୍କୁ ହାବିଲଦାର ମାଗୁଥିଲେ ଚାନ୍ଦା, ଆଜି ଶୁଣିଲା ପରେ ଏସପି କଲେ ସସପେଣ୍ଡ
  • ||
  • ସମ୍ବଲପୁର : ବିଗୁଡୁଛି କରୋନା ସ୍ଥିତି : ଭୀମସାର କୋଭିଡ୍ ହସ୍ପିଟାଲର ବଢିବ ଶଯ୍ୟା, ଚାଲିଛି ଦ୍ବିତୀୟ ହସ୍ପିଟାଲ କାମ
  • ||
  • ଜଳେଶ୍ବର : ବସ୍ତା ଷ୍ଟେସନରେ ଏକ୍ସପ୍ରେସ୍ ଟ୍ରେନ୍ ରହଣି ଦାବି, ରେଳରୋକ କଲେ ସ୍ଥାନୀୟ ବାସିନ୍ଦା
  • ||
  • ମହାକାଳପଡା : କେନ୍ଦ୍ରାପଡାରେ ତାଣ୍ଡବ ରଚିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ
  • ||
  • ଖଲ୍ଲିକୋଟ : ବରଗଛ ମୂଳରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
  • ||
  • ନବରଙ୍ଗପୁର : ୧୦ଦିନ ପରେ ହୋଇଥାନ୍ତା ବାହାଘର, ଗଛରେ ଓଢଣୀ ବାନ୍ଧି ପ୍ରେମିକ ସହ ଝୁଲିପଡିଲେ ଯୁବତୀ
  • ||
  • ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ଗସ୍ତ ବାତିଲ
  • ||

କୂଅରୁ ଉଦ୍ଧାର ହେଲା ମା’ ଓ ଶିଶୁ କନ୍ୟାର ମୃତଦେହ, ଶୁକ୍ରବାର ରାତିରୁ ଥିଲେ ନିଖୋଜ

6/03/2021 at 12:47 PM

ମାଥିଲି ୬।୩: କୂଅରେ ପଡି ମା’ ଓ ୪ ବର୍ଷର ଶିଶୁକନ୍ୟା ମୃତ । ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ କଉଡିଗୁଡାରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ କଉଡିଗୁଡାର ଗାଁରେ ଘଟିଛି ଅଭାବନୀୟ ଘଟଣା । କୂଅରେ ପଡି ମା’ ସହ ୪ ବର୍ଷର ଶିଶୁକନ୍ୟାଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ୩୫ ବର୍ଷ ବୟସ୍କା ମୋତି କଉଡି ଏବଂ ତାଙ୍କର ୪ବର୍ଷର ଶିଶୁ କନ୍ୟା ରଜନି କଉଡି । ଶୁକ୍ରବାର ରାତିରୁ ଉଭୟ ଘରୁ ନିଖୋଜ ଥିବା ପରିବାର ଲୋକ ସୂଚନା ଦେଇଛନ୍ତି । ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ପୋଲିସ ଓ ଦମକଳ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଜାରି ରଖିଛି ।

   Related Posts