Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ୨୭ଦିନ ହେବ ଥିଲେ ନିଖୋଜ

20/09/2019 at 10:28 AM

ବ୍ରହ୍ମପୁର ୨୦।୯: ଗଂଜାମ ଜିଲ୍ଲା ସୋରଡା ଥାନା ପାଟପଲି ଗାଁ ନିକଟରେ ଥିବା ବାଉଁଶିଆ ଜଙ୍ଗଲରୁ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ ଛାତ୍ରୀ ଜଣକ ଗାଗଂପୁର ଥାନା ଗୁଣ୍ଡୁରିବାଡିର ସନ୍ତୋଷିନୀ ଗୌଡ ବୋଲି ଜଣାପଡିଛି ।

ସେ ଗତ ୨୭ ଦିନ ହେବ ଘରୁ ନିଖୋଜ ହୋଇଯାଇଥିଲେ । ତେବେ ଗତକାଲି ମଧ୍ୟ ରାତିରେ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରୁ ମୃତ ଛାତ୍ରୀଙ୍କ ସାର୍ଟିଫିକେଟ୍ ମଧ୍ୟ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ସୋରଡା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts