Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ମିଳିଲା ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ, ବ୍ଲୁ ଫ୍ଲାଗ୍ ବିଚ୍‌ରେ ଗାଧୋଇବା ବେଳେ ଭାସି ଯାଇଥିଲେ

28/10/2020 at 3:08 PM

ପୁରୀ ୨୮।୧୦: ପୁରୀ ବ୍ଲୁ ଫ୍ଲାଗ ବିଚରେ ଭାସି ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର ହୋଇଛି । ସମୁଦ୍ରରୁ ଭାସୁଥିବା ଅବସ୍ଥାରେ ମତ୍ସ୍ୟଜୀବୀ ଉଦ୍ଧାର କରିଛନ୍ତି ।

ମଙ୍ଗଳବାର ପୁରୀ ବ୍ଲୁ ଫ୍ଲାଗ ବିଚରେ ଗାଧୋଇବା ବେଳେ ଭାସି ଯାଇଥିଲେ ଝାଡଖଣ୍ଡର ପର୍ଯ୍ୟଟକ ତାନିସ୍କ ବିନୋୟ । ମଙ୍ଗଳବରା ମଧ୍ୟାହ୍ନ ସମୟରେ ତାନିସ୍କ ତାଙ୍କ ପରିବାର ସହ ବ୍ଲୁ ଫ୍ଲାଗ ବିଚ୍ ବୁଲିବାକୁ ଆସି ସମୁଦ୍ରରେ ସ୍ନାନ କରୁଥିଲେ। ତେବେ ଗଭୀର ସମୁଦ୍ର ଭିତରକୁ ପଶି ଯିବାରୁ ତାଙ୍କର ପତ୍ତା ମିଳିନଥିଲା । ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ସମୁଦ୍ର ଭିତରେ ଖୋଜା ଖୋଜି ଜାରି ରଖିଥିଲେ ମଧ୍ୟ ତାନିସ୍କଙ୍କର କୌଣସି ପତ୍ତା ମିଳିନଥିଲା।  ତେବେ ବୁଧବାର ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି ।  

   Related Posts