Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଭାସୁଥିବା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

5/06/2019 at 3:25 PM

ଜୟପୁର ୫|୬: ଜୟପୁର ଜଗନ୍ନାଥ ସାଗରରୁ ଭାସୁଥିବା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ ହେଲେ  ଦୁବଲି ଗାଁର ହେଲେ କୃଷ୍ଣ ଜାନୀ । ତାଙ୍କ ବୟସ ୩୫ ବର୍ଷ ହେବ । କିଛି ଦିନ ହେବ ସେ ଜୟପୁରରେ ରହି ରଂଗ ମିସ୍ତ୍ରୀ ଭାବେ କାମ କରୁଥିଲେ । ତେବେ ୩ ଦିନ ହେଲା ସେ ନିଖୋଜ ଥିଲେ । ଏ ନେଇ ପରିବାରଲୋକ କିନ୍ତୁ ପୋଲିସ ନିକଟରେ ଅଭିଯୋଗ କରି ନଥିଲେ । ତେବେ ଆଜି ଜଗନ୍ନାଥ ସାଗରରେ ମୃତହେହ ଭାସୁଥିବା ଦେଖି ସ୍ଥାନୀୟ ଲୋକ ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।ପୋଲିସ ଘଟଣାସ୍ଥଳରେ ପହଁଚି ଶବ ଉଦ୍ଧାର କରିଛି । ତେବେ କୃଷ୍ଣଙ୍କର କିପରି ମୃତ୍ୟୁ ହୋଇଛି ତାହାର କାରଣ ସ୍ପଷ୍ଟ ହୋଇନାହିଁ ।ତେବେ କୃଷ୍ଣଙ୍କ ମାନସିକ ସ୍ଥିତି ଠିକ୍ ନଥିବାରୁ ସେ ଗାଧୋଇବାକୁ ଯାଇ ବୁଡି ପ୍ରାଣ ହରାଇ ଥାଇପାରନ୍ତି ବୋଲି ଅନୁମାନ କରାଯାଉଛି।

   Related Posts