Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ଭାସିଯାଇଥିଲେ ମହାନଦୀରେ

18/05/2021 at 11:30 AM

ଆଠଗଡ ୧୮।୫: ଗତ ଦୁଇ ଦିନ ତଳେ ଆଠଗଡ଼ ଥାନା କନ୍ଦରପୁର ଘାଟରେ ଗାଧୋଇବା ବେଳେ ନିଖୋଜ ଥିବା ଯୁବକଙ୍କ ଶବ ଉଦ୍ଧାର । ଯୁବକଙ୍କ ଶବ ଉଦ୍ଧାର କଲା ଆଠଗଡ଼ ପୋଲିସ । ମୃତ ଯୁବକ ଜଣଙ୍କ ହେଲେ ଢେଙ୍କାନାଳ ଜିଲ୍ଲାର ଚନ୍ଦ୍ର ଶେଖର ପ୍ରସାଦ ଅଞ୍ଚଳର କୃଷ୍ଣ ଚନ୍ଦ୍ର ଦଳେଇ । ସେ ତାଙ୍କ ମାଉସୀଙ୍କ ଘର କନ୍ଦରପୁରକୁ ବୁଲିବାକୁ ଆସି ମହାନଦୀରେ ଗୋଧୋଉଥିବା ବେଳେ ଭାସି ଯାଇ ଥିଲେ । ପୋଲିସ ଶବ ଜବତ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

   Related Posts