Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରାର୍ଥୀ ତାଲିକା ଘୋଷଣା କଲେ ମମତା ବାନାର୍ଜୀ : ନନ୍ଦିଗ୍ରାମରୁ ଲଢିବେ ଦିଦି, ମୁସଲିମ ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ
  • ||
  • ଆଠଗଡ : କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭଦ୍ରକ : ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେବଗଡ : ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ
  • ||
  • ନୀଳଗିରି : ମହିଳା ସମିତି ସଭ୍ୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ମାମଲା ରୁଜୁ
  • ||
  • ବିନିକା : ସହିପାରିଲେନି ବାପଘରୁ ବିଦା ହେବାର ଦୁଃଖ, କାନ୍ଦି କାନ୍ଦି ଚାଲିଗଲା ନବବଧୂଙ୍କ ଜୀବନ
  • ||
  • ଆଠଗଡ : ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର
  • ||
  • ବଲାଙ୍ଗିର : ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ବାରଙ୍ଗ : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ସିନ୍ ରିକ୍ରିଏସନ୍ କଲା ସିବିଆଇ ଟିମ୍, ବିବନ ବଖାଣିଲା ୨୨ବର୍ଷ ତଳର ଲୋମଟାଙ୍କୁରା ଘଟଣା
  • ||

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ : ହତ୍ୟା ଅଭିଯୋଗ ଆଣିଲେ ପରିବାର

28/01/2021 at 11:41 AM

ରାଉରକେଲା ୨୮।୧: ସୁନ୍ଦରଗଡ ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ପୋଡସିଂ ଗାଁ ନାଳରୁ ଗଳିତ ଶବ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ପୋଡସିଂ ମୈଦାନ ଟୋଲିର ୩୧ ବର୍ଷ ବୟସ୍କ ଏସରାନ ହେମ୍ବ୍ରମ ।

ସୂଚନାଯୋଗ୍ୟ ଯେ, ଗତ ଶନିବାର ରାତିରୁ ଘରୁ ନିଖୋଜ ଥିଲେ ଏସରାନ । ଏ ନେଇ ପରିବାର ଲୋକେ ଖୋଜାଖୋଜି କରିବା ପରେ ନମିଳିବାରୁ ଥାନାରେ ଅଭିଯୋଗ କରିଥିଲେ । ଗୁରୁବାର ସକାଳୁ ଗାଁ ଲୋକେ ତାଙ୍କ ମୃତଦେହ ନାଳ ପାଣିରେ ଭାସୁଥିବା ଦେଖିବାକୁ ପାଇଥିଲେ । ପରେ ପରିବାର ଲୋକଙ୍କୁ ଏ ସମ୍ପର୍କରେ ଖବର ଦେଇଥିଲେ ।

ଖବର ପାଇ ରାଜଗାଙ୍ଗପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି । ତେବେ ତାଙ୍କୁ କେହି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ପୋଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି ।

   Related Posts