Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ମାଟ୍ରିକ୍ ପରୀକ୍ଷାରେ ଏ-୧ ଗ୍ରେଡ୍ ପାଇଥିବା ଛାତ୍ରଛାତ୍ରୀ ଏବଂ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ

7/07/2021 at 4:52 PM

ଭଦ୍ରକ ୭।୭: ମାଟ୍ରିକ୍ ପରୀକ୍ଷାରେ ଏ-୧ ଗ୍ରେଡ୍ ପାଇଥିବା ଛାତ୍ରଛାତ୍ରୀ ଓ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ । ଭଦ୍ରକ ଜିଲ୍ଲାର ଭଦ୍ରକ ବିଧାନସଭା କ୍ଷେତ୍ରରେ ମାଟ୍ରିକ୍ ପରୀକ୍ଷାରେ ୧୫ ଜଣ ଛାତ୍ରଛାତ୍ରୀ ଏ-୧ ଗ୍ରେଡ୍ ପାଇଛନ୍ତି । ତେଣୁ ଏ-୧ ଗ୍ରେଡ୍ ପାଇଥିବା ଛାତ୍ରଛାତ୍ରୀଙ୍କୁ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ସମ୍ବର୍ଦ୍ଧିତ କରିଛନ୍ତି ।

ସେହିପରି ୮ଟି ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିଛନ୍ତି । ତେବେ ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେବା ପାଇଁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିବା ବିଧାୟକ ସୂଚନା ଦେଇଛନ୍ତି ।

   Related Posts