Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||
  • ଚିନ୍ତା ବଢାଇଲାଣି କରୋନାର ୨ୟ ଲହର : ଆଜି PM-CM ଆଲୋଚନା, କୋଭିଡ -19 ର ସ୍ଥିତି ଏବଂ ଟିକା ବିତରଣ ନେଇ ସମୀକ୍ଷା
  • ||
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||

ନବୀନ ନିବାସ ସମ୍ମୁଖରେ କିଶୋର ତରାଇଙ୍କ ସମର୍ଥକଙ୍କ ନାରାବାଜି

29/03/2019 at 5:34 PM

ଭୁବନେଶ୍ବର ୨୯|୩ :  ନବୀନ ନିବାସ ସମ୍ମୁଖରେ କେନ୍ଦ୍ରାପଡା ବିଧାୟକ କିଶୋର ତରାଇଙ୍କ ସମର୍ଥକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଚଳିତ ନିର୍ବାଚନରେ କିଶୋର ତରାଇଙ୍କୁ ଟିକେଟ୍ ଦେବା ଲାଗି ସମର୍ଥକମାନେ ଦାବି କରିଛନ୍ତି । କେନ୍ଦ୍ରାପଡା ବିଧାନସଭା ଆସନ ପାଇଁ ବିଜେଡି ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କହିନାହିଁ । ତେବେ କେନ୍ଦ୍ରାପଡା ବିଧାନସଭା ଆସନରେ ନିୟମିତ ବ୍ୟବଧାନରେ ଚେହେରା ପରିବର୍ତ୍ତନ ହେବାର ନଜିର ରହିଛି । ତେଣୁ ଏଥର କେନ୍ଦ୍ରାପଡ଼ା ବିଧାସଭା ପାଇଁ ଦଳ କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ଦ୍ବନ୍ଦ୍ବ ରହିଛି । ତେବେ ଏଠାରୁ କିଶୋର ତରାଇଙ୍କ ଟିକେଟ୍ କଟିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଫଳରେ ଆଜି କିଶୋରଙ୍କ ସମର୍ଥକମାନେ ନବୀନ ନିବାସ ଆଗରେ ନରାବାଜି କରିଛନ୍ତି ।

   Related Posts