Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ଭଙ୍ଗା ହେଲା ଏମଏଲଏ କ୍ବାର୍ଟର

11/12/2019 at 4:26 PM

ଭୁବନେଶ୍ବର ୧୧/୧୨: ରାଜଧାନୀରେ ଭଙ୍ଗା ହେଲା ବିଧାୟକଙ୍କ କ୍ବାର୍ଟର। କ୍ବାର୍ଟର ଭଙ୍ଗା ହୋଇ ଏଠାରେ ବହୁତଳ କୋଠା ହେବ। ଏହି କୋଠାରେ ବିଧାୟକଙ୍କ ପାଇଁ ରହିବ ଅତ୍ୟାଧୁନିକ ସୁବିଧା।

ଏପର୍ଯ୍ୟନ୍ତ ୨୪ଜଣ ବିଧାୟକ ନିଜର କ୍ବାର୍ଟର୍ସ ଖାଲି କରିସାରିଛନ୍ତି । ଅନ୍ୟ ବିଧାୟକ ମାନଙ୍କ ପାଖକୁ ତୁରନ୍ତ କ୍ବାର୍ଟର ଖାଲି କରିବାକୁ ନିର୍ଦ୍ଦେଶନାମା ଯାଇଥିବା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି । ବିଧାୟକ ମାନଙ୍କ ପାଇଁ ନିର୍ମାଣ ହେବ ବହୁତଳ ପ୍ରାସାଦ । ଏ ନେଇ ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କ ସହ ଆଲୋଚନା କରାଯାଇଛି । ଏହି ବହୁତଳ ବିଶିଷ୍ଟ କ୍ବାର୍ଟର ଗୁଡିକ ଟାଇପ୍-୮ ଢାଞ୍ଚାରେ ନିର୍ମାଣ ହେବ। ଏମଏଲଏ କ୍ବାର୍ଟର ନିର୍ଣାଣରେ ୪୦୦କୋଟି ଟଙ୍କା ଖର୍ଚ୍ଚ ଅଟକଳ କରାଯାଇଛି। କ୍ବାର୍ଟର ଗୁଡିକରେ ସମସ୍ତ  ପ୍ରକାର ଅତ୍ୟାଧୁନିକ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ବାଚସ୍ପତି ସୂଚନା ଦେଇଛନ୍ତି।

   Related Posts