Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

କେଡିଏମ କ୍ରିକେଟ ଟ୍ରଫି ଉନ୍ମୋଚିତ : ଷ୍ଟେଜ୍‌ରେ ବିଧାୟକ ସୌଭିକ ବିଶ୍ୱାଳ ଗାଇଲେ ‘ନୀଲେ ନୀଲେ ଅମ୍ବର’

2/12/2021 at 11:32 AM

ଚଣ୍ଡିଖୋଲ, ୦୨/୧୨:  ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଜାରକା ସ୍ଥିତ କଳ୍ପତରୁ ଦାସ ଷ୍ଟାଡିଅମ ପରିସରରେ ସପ୍ତମ ବାର୍ଷିକ କେଡିଏମ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଟ୍ରଫି ଉନ୍ମୋଚିତ ହୋଇଛି। କେଡ଼ିଏମ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଅଧକ୍ଷ ପ୍ରଭାତ ବଳବନ୍ତରାୟଙ୍କ ସଂଯୋଜନାରେ ଆୟୋଜିତ ଉତ୍ସବରେ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ, ବେଗୁନିଆ ବିଧାୟକ, ଢେଙ୍କାନାଳ ବିଧାୟକ, ଭଦ୍ରକ ବିଧାୟକ, ଚାନ୍ଦବାଲି ବିଧାୟକଙ୍କ  ସହ ବହୁ ବିଧାୟକ ଯୋଗ ଦେଇଥଲେ ।

ପ୍ରତିବର୍ଷ ଭଳି ଚଳିତ ବର୍ଷ ଆରମ୍ଭ ହୋଇଛି କ୍ରିକେଟ ଟୁର୍ଣ୍ଣାମେଣ୍ଟ । ଏହି ଟୁର୍ଣ୍ଣାମେଣ୍ଟରେ ଧର୍ମଶାଳା ନିର୍ବାଚନ ମଣ୍ଡଳୀର ୫୪ ଟି ପଞ୍ଚାୟତ, ବରୀର ୧୦ ଟି, କୋରେଇର ୯ଟି ପଞ୍ଚାୟତର ଖେଳାଳିଙ୍କୁ ନେଇ ୮ ଟି ପଡିଆରେ ଲିଗ ମ୍ୟାଚ ଖେଳାଯିବ ।ସ୍ବର୍ଗତ କଳ୍ପତରୁ ଦାସଙ୍କ ସ୍ମୃତି ଉଦେଶ୍ୟରେ ଏହି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେଉଛି ।

ସମସ୍ତ ଅତିଥି ମାନେ ସ୍ବର୍ଗତ କଳ୍ପତରୁ ଦାସଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଟ୍ରଫି ଉନ୍ମୋଚନ କରିଥିଲେ । ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ପରିବେଶ କମ୍ପିଥିଲା । ଏହି କାର୍ଯ୍ୟକ୍ରମରେ କଟକ ଚୌଦ୍ୱାର ବିଧାୟକ ସୌଭିକ ବିଶ୍ଵାଳ ଯୋଗଦେବା ସହ ମଞ୍ଚରେ ଗୀତ ଗାଇଥିବା ଦେଖିବାକୁ ମିଳିଥିଲା ।

   Related Posts