Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||
  • ଚଣ୍ଡିଖୋଲ : ଗୋଷ୍ଠୀ ସଂଘର୍ଷର ସମାଧାନ ପାଇଁ ଯାଇଥିବା ପୋଲିସକୁ ବାନ୍ଧିଲେ ଏବଂ ୨ଟି ଜିପ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
  • ||

ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ଚିକିଟି ବିଧାୟିକା ଉଷା ଦେବୀ

27/01/2021 at 4:41 PM

ସାନଖେମୁଣ୍ଡି ୨୭।୧: ଗଞ୍ଜାମ ଜିଲ୍ଲା ଚିକିଟି ନିର୍ବାଚନ ମଣ୍ଡଳୀର ନୁଆଁପଡା ଓ ଚାନ୍ଦପୁର ପଞ୍ଚାୟତର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି ଚିକିଟି ବିଧାୟିକା ଉଷା ଦେବୀ । ଚାନ୍ଦପୁର ପଞ୍ଚାୟତର ଡ଼ଭାର ଗାଁରେ ବସୁଧା ଯୋଜନାରେ ଏକ ପାଣି ଟାଙ୍କିର ଶିଳାନ୍ୟାସ କରିଥିବା ବେଳେ ବହୁ ପ୍ରତୀକ୍ଷିତ ବାହୁଦା ନଦୀ ଉପରେ ନାବାର୍ଡ ସହାୟତାରେ ସାତ କୋଟି ଟଙ୍କା ବ୍ୟୟରେ ବ୍ରିଜ ଉଦଘାଟନ କରିଛନ୍ତି ବିଧାୟିକା ।

ଏହାପରେ ବ୍ରିଜ ଉଭୟ ପାର୍ଶ୍ବରେ ଅଲୋକିକରଣର ଉଦଘାଟନ କରିବା ସହ ଚାଷୀମାନଙ୍କ ପାଇଁ ବିଜୁ କୃଷକ କଲ୍ୟାଣ ଯୋଜନାରେ ଉଠା ଜଳ ସେଚନ ପ୍ରକଳ୍ପ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ବ୍ରିଜଟି ହେବା ଫଳରେ ସାତ ଖଣ୍ଡ ପଞ୍ଚାୟତ ପ୍ରାୟ ୨୦୦ରୁ ଉର୍ଦ୍ଧ୍ବ ଗାଁ ଜନସାଧାରଣ ଉପକୃତ ହୋଇପାରିବେ ବୋଲି ବିଧାୟିକା ଓ ଅଞ୍ଚଳବାସୀ ପ୍ରକାଶ କରିଛନ୍ତି।

   Related Posts