Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଚିଟ୍‌ଫଣ୍ଡ କମ୍ପାନୀଙ୍କୁ ପବ୍ଲିକ୍ ନୋଟିସ୍ ଇସ୍ୟୁ କଲେ ଜଷ୍ଟିସ୍ ଏମ୍.ଏମ୍. ଦାସ କମିଶନ

9/03/2019 at 1:05 PM

କଟକ ୯|୩ : ଚିଟଫଣ୍ଡ କମ୍ପାନୀଙ୍କୁ ପବ୍ଲିକ୍ ନୋଟିସ୍ ଇସ୍ୟୁ କଲେ ଜଷ୍ଟିସ ଏମ.ଏମ୍ ଦାସ କମିଶନ । ଏପ୍ରିଲ ୧୫ରୁ ସେପ୍ଟେମ୍ବର ୨୪ ମଧ୍ୟରେ ୫୭୬ଟି ଚିଟଫଣ୍ଡ କମ୍ପାନୀକୁ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ୨ଟି କାଟାଗୋରିରେ ନୋଟିସ୍ ଜାରି କରାଯାଇଛି । ୧୯୯ କମ୍ପାନୀର ଠିକଣା ଥାଇ ହାଜର ହେଉନଥିବା ବେଳେ ଖୋଜ ଖବର ନଥିବା ୩୭୭ କମ୍ପାନୀକୁ ମଧ୍ୟ ନୋଟିସ ଜାରି କରାଯାଇଛି । ଖବରକାଗଜ ଜରିଆରେ ଏହି ନୋଟିସ ଜାରି କରାଯାଇଛି ।

   Related Posts