Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ମହାନଦୀ ପୋଲ ଉପରୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଘଟଣା: ଘଟଣାସ୍ଥଳରୁ ମୋବାଇଲ ଜବତ କଲା ପୋଲିସ୍

4/01/2021 at 1:40 PM

ସମ୍ବଲପୁର୪/୧: ବୁର୍ଲା ନିକଟସ୍ଥ ମହାନଦୀ ପୋଲ ଉପରୁ ତଳକୁ ଡେଇଁ ଆତ୍ମହତ୍ୟା କରିଥିବା ଯୁବତୀଙ୍କ ମୋବାଇଲ ଫୋନ୍ ମିଳିଛି। ଘଟଣାସ୍ଥଳ ବା ପୋଲ ତଳୁ ମୋବାଇଲ ଫୋନ୍ ସହ ପୋଲ ଉପରୁ ଭ୍ୟାନ୍‌ଟି ଏବଂ ଚପଲ ହଳେ ମିଳିଛି।ଏପରି କି ଘଟଣାସ୍ଥଳରେ ସମ୍ବଲପୁରର ଏକ ସପିଂ ମହଲର ସପିଂ କରିଥିବା ସ୍ଲିପକୁ ମଧ୍ୟ ପୋଲିସ ଜବତ କରିଛି।ବର୍ତ୍ତମାନ ସୁଦ୍ଧା ମୃତ ଯୁବତୀଙ୍କ ପରିଚୟ ମିଳି ପାରି ନାହିଁ।

ସୁଚନାଯୋଗ୍ୟ ଗତକାଲି ସନ୍ଧ୍ୟାରେ ଏକ ଅଜଣା ଯୁବତୀ ବୁର୍ଲା ନିକଟସ୍ଥ ମହାନଦୀ ବ୍ରିଜରୁ ତଳକୁ ଡେଇଁ ଜୀବନ ହାରିଛନ୍ତି। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।କିନ୍ତୁ ପ୍ରକୃତ ଘଟଣା ? ସେ କାହିଁକି ଆତ୍ମହତ୍ୟା କଲେ, ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି।

   Related Posts