Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ମୋବାଇଲ ଚୋର ଗିରଫ, ଲକ୍ଷାଧିକ ଟଙ୍କାର ମୋବାଇଲ ସାମଗ୍ରୀ ଜବତ

23/04/2020 at 6:48 PM

ସୁବର୍ଣ୍ଣପୁର୨୩/୪: ସୁବର୍ଣ୍ଣପୁର ସଦର ଥାନା ଜୟଗୁରୁ ମାର୍କେଟ ଅଞ୍ଚଳରୁ ହୋଇଥିବା ମୋବାଇଲ ଦୋକାନ ଚୋରିର ପର୍ଦ୍ଦାଫାଶ କରିଛି ସୁବର୍ଣ୍ଣପୁର ପୋଲିସ। ସାରା ଦେଶ ଲକଡାଇଉନ୍‌ ଚାଲିଥିବା ବେଳେ ଦୋକାନର ଆଜବେଷ୍ଟ୍ ଭାଙ୍ଗି ମିଶ୍ର ମୋବାଇଲ ଦୋକାନାରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରୀ ହୋଇଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାକୁ ଗୁରୁତର ସହ ନେଇ ସୁବର୍ଣ୍ଣପୁର ପୋଲିସ ତନାଘନା ଜାରି ରଖିଥିଲା। ଶେଷରେ ୫୦ଟି ଦାମୀ ମୋବାଇଲ, ଗୋଟିଏ ପାୱାର ବ୍ୟାଙ୍କ, ୫ଟି ବ୍ୟାଟେରୀ, ୧୦ଟି ଇୟର ଫୋନ୍ ଜବତ କରିବା ସହ ଚୋରୀରେ ସଂପୃକ୍ତ ଥିବା ୨ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ୍ । ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଦେବୀ ପ୍ରସାଦ ଦାସ । ଏହି ଘଟଣାର ତଦନ୍ତ ଜାରୀ ରହିଥିବା ବେଳେ ଆହୁରୀ ଅଭିଯୁକ୍ତଙ୍କୁ ଧରିବାକୁ ପ୍ରୟାସ ଜାରି ରଖିଥିବା ସୂଚନା ଦେଇଛନ୍ତି । ବହୁତ ଶୀଘ୍ର ଅନ୍ୟ ଅଭିଯୁକ୍ତମାନେ ମଧ୍ୟ ଧରା ହେବେ ବୋଲି କହିଛନ୍ତି ଏସପି ।

   Related Posts