Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଆମେରିକାରୁ ଫେରିବା ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

28/09/2019 at 8:58 PM

ନୂଆଦିଲ୍ଲୀ – ପ୍ରଧାନମନ୍ତ୍ରୀ ମୋଦୀ ଆମେରିକା ଗସ୍ତରୁ ଫେରିଛନ୍ତି । ଏକ ସପ୍ତାହର ଆମେରିକା ଗସ୍ତ ପରେ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱଦେଶକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ବିମାନବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନ ଦିଆଯାଇଥିଲା ।

ବିଜେପି କର୍ମୀ ଓ ନେତା ବିମାନବନ୍ଦରରେ ମୋଦୀଙ୍କୁ ଗୋଲାପ ଫୁଲ ଦେଇ ସ୍ବାଗତ କରିଛନ୍ତି । ରାତି ୮ଟା ୧୦ ମିନିଟରେ ପାଲାମ ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନ ଅବତରଣ କରିଥିଲା । ମୋଦୀଙ୍କୁ ସ୍ୱାଗତ କରିବା ପାଇଁ ଦିଲ୍ଲୀର ସବୁ ସାସଂଦ ବିମାନ ବନ୍ଦରରେ ଉପସ୍ଥିତ ଥିଲେ ।


ବିମାନବନ୍ଦର ବାହାରେ ବିଜେପିର ହଜାର ହଜାର କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ । ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ପାଇଁ ବିମାନବନ୍ଦର ବାହାରେ ଏକ ମଞ୍ଚ ତିଆରି କରାଯାଇଥିଲା । ଏଠାରୁ ମୋଦୀ ଦେଶବାସୀଙ୍କୁ ନବରାତ୍ରୀର ଶୁଭକାମନା ଜ୍ଞାପନ କରାଯାଇଥିଲା । ଏହା ସହ ଆମେରିକାରେ ଥିବା ଭାରତୀୟମାନଙ୍କର ଧନ୍ୟବାଦ ଦେଇଥିଲେ ।

   Related Posts