ଆସନ୍ତାକାଲି କଟକ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
Published By : Prameya-News7 Bureau | May 25, 2018 IST
କାଲି ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...ଅପରାହ୍ନ ୩ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ହେଲିକପ୍ଟରରେ ଯିବେ କଟକ ...ଟୁଇନ୍ ସିଟିରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା...