Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଡିଜିଟାଲ ସ୍ୱାସ୍ଥ୍ୟ ମିଶନର ଶୁଭାରମ୍ଭ କରିବେ ମୋଦି, ଦେଶବାସୀଙ୍କୁ ଦେବେ ଉଦ୍‌ବୋଧନ

27/09/2021 at 8:31 AM

ନୂଆଦିଲ୍ଲୀ,୨୭/୦୯: ଆଜିଠୁ ସାରା ଦେଶରେ ଲାଗୁ ହେବ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କରିବେ । ୨୦୨୦ ଅଗଷ୍ଟ ୧୫ ରେ ଲାଲକିଲ୍ଲାରେ ସ୍ୱାଧୀନତା ଉତ୍ସବ ଅଭିଭାଷଣରେ ମୋଦି ଏହି ସ୍ୱାସ୍ଥ୍ୟ ମିଶନର ପାଇଲଟ୍‌ ପ୍ରକଳ୍ପ ଘୋଷଣା କରିଥିଲେ ।

ଏବେ ୬ଟି କେନ୍ଦ୍ରଶାସିତ ଅଞ୍ଚଳରେ ଏହା ପାଇଲଟ୍‌ ଭିତ୍ତିରେ କାର୍ଯ୍ୟକାରୀ ହେଉଛି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ପକ୍ଷରୁ କୁହାଯାଇଛି ଯେ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ମୋଦି ସକାଳ ୧୧ଟାରେ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଶୁଭାରମ୍ଭ କରିବେ । ଏହାପରେ ସେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେବେ ।

   Related Posts