Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ଦଶମ ଶ୍ରେଣୀର ପରିବର୍ତ୍ତିତ ପାଠ୍ୟକ୍ରମ ପ୍ରକାଶିତ, ବୋର୍ଡ ୱେବସାଇଟ୍‌ରେ ଉପଲବ୍ଧ

17/04/2020 at 11:27 AM

କଟକ ୧୭।୪: ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଦଶମ ଶ୍ରେଣୀର ପରିବର୍ତ୍ତିତ ପାଠ୍ୟକ୍ରମ ପ୍ରକାଶ ପାଇଛି ବୋର୍ଡର ୱେବସାଇଟ୍‌ରେ ଏହି ବିବରଣୀ ପ୍ରଦାନ କରାଯାଇଥିବା ଜଣାପଡିଛି ।

ଛାତ୍ରଛାତ୍ରୀ ଓ ଶିକ୍ଷକମାନେ ବୋର୍ଡର ୱେବ୍‌ସାଇଟ୍‌ www.bseodisha.nic.inରୁ ଏହି ନୂତନ ପାଠ୍ୟକ୍ରମ ଡାଉନ୍‌ଲୋଡ୍‌ କରିପାରିବେ ବୋଲି ବୋର୍ଡ ସମ୍ପାଦକ ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି । ଦଶମ ଶ୍ରେଣୀର ୮ଟି ବହିର ପାଠ୍ୟକ୍ରମରେ ପରିବର୍ତ୍ତନ କରାଯାଇଥିବାବେଳେ ଏହାର ତଥ୍ୟ ୱେବ୍‌ସାଇଟରେ ପ୍ରଦାନ କରାଯାଇଛି ।

୨୦୨୦-୨୧ ଶିକ୍ଷାବର୍ଷ ପାଇଁ ଦଶମ ଶ୍ରେଣୀର ମୋଟ୍‌ ୧୪ଟି ବହି ମଧ୍ୟରୁ ୮ଟି ବହି ଯଥା ସାହିତ୍ୟ ସିନ୍ଧୁ, ସ୍କିଲ୍‌ ଅଫ୍‌ କମ୍ୟୁନିକେଟିଭ୍‌ ଇଂରାଜୀ, ମାଧ୍ୟମିକ ବୀଜଗଣିତ, ମାଧ୍ୟମିକ ଜ୍ୟାମିତି, ଭୌତିକ ବିଜ୍ଞାନ, ଜୀବ ବିଜ୍ଞାନ, ଇତିହାସ ଓ ରାଜନୀତି ବିଜ୍ଞାନ, ଭୂଗୋଳ ଓ ଅର୍ଥନୀତି ବହିର କିଛି ବିଷୟବସ୍ତୁକୁ ବାଦ୍‌ ଦିଆଯାଇ ନୂଆ ବିଷୟବସ୍ତୁ ଯୋଗ କରାଯାଇଛି ।

   Related Posts