Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ମୋହନ ଭାଗବତ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି

10/04/2021 at 9:00 AM

ନାଗପୁର ୧୦/୦୯: ରାଷ୍ଟ୍ରୀୟ ସ୍ୱୟଂ ସେବକ ବା ଆରଏସଏସ ମୁଖ୍ୟ ମୋହନ ଭାଗବତଙ୍କୁ କରୋନା । ମୋହନ ଭାଗବତ କୋଭିଡ-୧୯ରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି ।

କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ତାଙ୍କୁ ନାଗପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହସ୍ପିଟାଲରେ ଥିବା ସ୍ୱତନ୍ତ୍ର କୋଭିଡ ୱାର୍ଡରେ ତାଙ୍କର ଚିକିତ୍ସା ଚାଲିଛି । ତାଙ୍କ ସ୍ୱାସ୍ଥ୍ୟ ଉପରେ ଡାକ୍ତରମାନେ ନଜର ରଖିଛନ୍ତି ।

ଭାଗବତଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି । ଭାଗବତ ସଂକ୍ରମିତ ହୋଇଥିବା ନେଇ ଆରଏସ୍‌ଏସ୍‌ ପକ୍ଷରୁ କୁହାଯାଇଥିଲା ।

   Related Posts