Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ବିଧାନସଭାରେ ବିଜେପି ଉଠାଇବ ମମିତା ପ୍ରସଙ୍ଗ, ମନ୍ତ୍ରୀଙ୍କ ବହିଷ୍କାର ଓ ସିବିଆଇ ତଦନ୍ତ ଦାବିକୁ ଜୋରଦାର କରିବ ଦଳ

30/11/2021 at 4:13 PM

ଭୁବନେଶ୍ବର ୩୦୧୧: ବିଧାନସଭାରେ ସରକାରଙ୍କୁ ଘେରିବ ବିଜେପି । ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ସିବିଆଇ ତଦନ୍ତ ଦାବିକୁ ଦଳ ଜୋରଦାର କରିବ ବୋଲି ବିରୋଧୀଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ କହିଛନ୍ତି ।

ଏହାସହ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ଧାନମଣ୍ଡି ଅବ୍ୟବସ୍ଥା, ରଂଗଦେଇ ସ୍କୁଲ ରୁପାନ୍ତରୀକରଣ ଓ ଶିକ୍ଷା ବ୍ୟବସ୍ଥା, ଆବାସ ଯୋଜନା ଦୁର୍ନୀତି, ବିଜୁ ସ୍ବାସ୍ଥ୍ୟ କାର୍ଡ ଓ ରାଜ୍ୟର ସ୍ବାସ୍ଥ୍ୟ ଅବସ୍ଥା, ଜିଲ୍ଲା ଖଣିଜ ପାଣ୍ଠି, କାମ୍ପା ଫଣ୍ଡ ଦୁର୍ନୀତି ଇତ୍ୟାଦି ପ୍ରସଙ୍ଗ ଉଠାଇବ ବିଜେପି । ବିଧାନସଭା ସୁରୁଖୁରୁରେ ଚାଲିବା ଲକ୍ଷ୍ୟ ରହିଛି  । କିନ୍ତୁ ବାଚସ୍ପତି ନିରପେକ୍ଷ ହେଲେ ଏହା ସମ୍ଭବ ହେଇପାରିବ ବୋଲି ମୋହନ ଚରଣ ମାଝୀ କହିଛନ୍ତି ।

   Related Posts