Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ବିଜେଡ଼ି ଛାଡ଼ିଲେ ମୋହନା ବିଧାୟିକା ବାସନ୍ତି ମଲ୍ଲିକ

21/03/2019 at 6:25 PM

ମୋହନା ୨୧/୩- ଜଣେ ପରେ ଜଣେ ବିଜେଡ଼ି ଛାଡ଼ି ଚାଲିଯାଉଥିବା ବେଳେ ଆଜି ଦଳ ଛାଡ଼ିଛନ୍ତି ମୋହନା ବିଧାୟିକା ବାସନ୍ତି ମଲ୍ଲିକ । ଖୁବ୍ ଶୀଘ୍ର ବିଜେପିରେ ମିଶିବା ନେଇ ହେଉଛି ଚର୍ଚ୍ଚା ।

ବିଜେଡ଼ିର ପାର୍ଥୀ ତାଲିକା ଘୋଷଣା ପରେ ଏଭଳି ପରିସ୍ଥିତି ଦେଖିବାକୁ ମିଳିଛି । ଟିକେଟ ପାଇବା ଆଶାରେ ଜଣେ ପରେ ଜଣେ ଦଳ ଛାଡ଼ିବାକୁ ନେଇ ବିଜେପିରେ ମଧ୍ୟ ଆଶାୟୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା ହେଲାପରେ ଏଭଳି ପରିସ୍ଥିତି ସୃଷ୍ଟିହେବା ବି କିଛି ଅସମ୍ଭବ ନୁହେଁ । ଏହି ଦଳଡ଼ିଆଁ ପର୍ବ ବିଜେପି ପାର୍ଥୀତାଲିକା ଷୋଷଣା ପରେ ଅଧିକଭାବରେ ଦେଖିବାକୁ ମିଳିବ ।

   Related Posts