ori homes
raja reels contest
raja reels contest
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଜୁନ୍ ୨ରୁ +୨ ଖାତାଦେଖା ଆରମ୍ଭ, ଦୁଇଟି ପର୍ଯ୍ୟାୟରେ ହେବ ମୂଲ୍ୟାୟନ
  • ||
  • ଉଦଳା : ସଂପର୍କରେ ଲାଗିଲା ରକ୍ତର ଛିଟା, ଭାଇକୁ ପିଟି ପିଟି ହତ୍ୟା କଲା ଭାଇ
  • ||
  • ବାରଙ୍ଗ : ନନ୍ଦନକାନନରେ ଆଫ୍ରିକୀୟ ସିଂହ ମୃତ, ବିଷାକ୍ତ ସାପ ଦଂଶନ ସନ୍ଦେହ
  • ||
  • ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୨ କୋଭିଡ୍ ପଜିଟିଭ୍
  • ||

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ; ପ୍ରଧାନଶିକ୍ଷକଙ୍କୁ ଘେରିଲେ ଅଭିଭାବକ

8/09/2018 at 10:42 AM

ବାଲେଶ୍ବର ୮|୯: ଛାତ୍ରୀଙ୍କୁ ଅସଦାଚରଣ ନେଇ ପ୍ରଧାନଶିକ୍ଷକଙ୍କ ବିରୋଧରେ ସଂଗୀନ ଅଭିଯୋଗ । ବାଲେଶ୍ବର ଜିଲ୍ଲା ନୀଳଗିରି ନିଜଗଡ ଉଚ୍ଚ ପ୍ରାଥମିକ ସ୍କୁଲରେ ଏପରି ଘଟଣା ଦେଖିବାକୁ ମିଳିଛି । ୪ ଜଣ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ପୀଡିତା ଛାତ୍ରୀ ଅଭିଯୋଗ କରିବା ପରେ ପ୍ରଧାନଶିକ୍ଷକଙ୍କୁ ଘେରିଛନ୍ତି ଅଭିଭାବକ । ଏନେଇ ବିଦ୍ୟାଳୟ ପରିସରରେ ଉତ୍ତେଜନା ଦେଖା ଦେଇଛି ।

   Related Posts