ଫେବୃଆରୀ ୧ ତାରିଖ, ସୋମବାର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | January 31, 2021 IST

ମେଷ – ଆଜି ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନନ୍ତି ଦେଖା ଦେବ । ଅର୍ଥ ସମ୍ବନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣିବାକୁ ପାଇ ଉଲ୍ଲସିତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି । କିଛି ଜିନିଷ ହଜାଇବା କାରଣରୁ ବିରସ ମନରେ କାଳ କାଟିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।

ମିଥୁନ - ଆକସ୍ମିକ ଭାବେ ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ । ପାରିବାରିକ କ୍ଷେତ୍ର ଗତନୁଗୁଡିକ ରୀତିରେ ଚାଲିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ୟୋଗା କରନ୍ତୁ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ଭାବପ୍ରବଣତା କିମ୍ବା ଅନ୍ୟମାନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ସିଂହ – ଅନ୍ୟମାନଙ୍କ କାର୍ଯ୍ୟ କଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ । ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ପରିବାରର ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା କି କେବଳ ଅଶାନ୍ତି ସୃଷ୍ଟିର କାରଣ ହେବ । ଖୋଜୁଥିବା ଜିନିଷ ନ ପାଇବାରୁ ବିରକ୍ତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା – ଆଜି ଆକସ୍ମିକ ଭାବରେ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା – ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବେ କିନ୍ତୁ ସହଜ ଓ ସୁବିଧାରେ ନୁହେଁ । ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ରେକରି ବିରର୍କର ସମ୍ମୁଖୀନ ହୋଇପାରନ୍ତି । ଶୁଭ ଅଙ୍କ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ଧନୁ – ଆଜିର ଯାତ୍ରାରେ ଯେଉଁଥି ସକାଶେ ଯାଉଛନ୍ତି ସେଥିରେ ସଫଳତା ଆବଶ୍ୟମ୍ଭାବୀ । ସଭା ସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମକର – ଦିନଟି ବନ୍ଧୁ ମେଳରେ କଟିବ । ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ଏବଂ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ - ବନ୍ଧୁଙ୍କ କାର୍ଯ୍ୟ ମନକୁ ନ ପାଇଲେ ମଧ୍ୟ କିଛି କରିବାର ଉପାୟ ପାଇବେ ନାହିଁ । ଅସୁବିଧା ନ ହେଲେ ମଧ୍ୟ କେତେକ କାମ ଅଧାରେ ଅଟକି ଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ - ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବଢିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଅତୀତ ଘଟଣା ସ୍ୱାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
କର୍ମଜୀବି- ଅର୍ଥ ହାନୀ ହେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.