Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ସୋମବାର, ୨୨ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

21/02/2021 at 6:24 PM

ମେଷ – ପୂର୍ବଆଲୋଚନା କ୍ରମରେ ଘରର କେତେକ ରହିଯାଇଥିବା କାମକୁ କରିବା ସକାଶେ ଚିନ୍ତା କରିପାରନ୍ତି । ପଡୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।


ବୃଷ – ପରିବାରର ବିଭିନ୍ନ ବ୍ୟୟ ବରାଦର ଭରଣା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । ବନ୍ଧୁଙ୍କ ଠାରୁ ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଅର୍ଥ ପାଇ ଖୁସି ହେବେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୨ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ବ୍ୟୟ ବୃଦ୍ଧ ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ଘର କାମରେ କିମ୍ବା ନୂତନ କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।


କର୍କଟ – କର୍ମକ୍ଷେତ୍ରରେ ଅସ୍ଥିରତା ସଙ୍ଗକୁ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଗୁପ୍ତ ଶତ୍ରୁମାନଙ୍କ ସକ୍ରିୟତା ବୃଦ୍ଧି ହେତୁ ବ୍ୟସ୍ତ ରହୁ ପାରନ୍ତି । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।


ସିଂହ – ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । ବକେୟା ଅର୍ଥ ଆଦାୟରେ ବିଭିନ୍ନ କୌଶଳ ଅବଲମ୍ବନ କରିବାକୁ ପଡିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ସ୍ୱାଭିମାନୀ ହେବେ ।


କନ୍ୟା – ଆଜି ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ପାରିବାରିକ କ୍ଷେତ୍ରରେ ବୀରବ ରହିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।


ତୁଳା – ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ ଅସୁବିଧା ହେବ ନାହିଁ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଅଭୂତପୂର୍ବ ସଫଳତା ହାସଲ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ବିଛା – ଆଜିର ସକାଳୁଆ ଯାତ୍ରାରେ ସଫଳତା ଅବଶ୍ୟ ମିଳିବ । ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ପାରିବାରିକ ସମ୍ପର୍କକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ । ଶୁଭ ଅଙ୍କ ପିଚ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।


ଧନୁ – ଆଜି ଯେକୌଣସି କ୍ଷେତ୍ର ହେଉନା କାହିଁକି, ଠିକ୍‌ ନିଷ୍ପତ୍ତି ନେବାରେ ସମସ୍ୟା ଦେଖା ଦେଇପାରେ । ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।


ମକର – ପୂର୍ବ ଯୋଜନାଟିକୁ ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ । ସମସ୍ୟା ଆସିଲେ ମଧ୍ୟ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ – ଶୁକ୍ରଙ୍କ ପ୍ରଭାବରୁ ହସଖୁସିରେ ଦିନ କଟିବ । ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ । ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।


ମୀନ- ଅନ୍ୟମାନଙ୍କୁ ଆପଣାର କରିବା ସକାଶେ କୌଶଳ ପ୍ରୟୋଗ କରିପାରନ୍ତି । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଶୁଭ ରଙ୍ଗ ଗ୍ରିନ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

   Related Posts