ସୋମବାର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | January 24, 2021 IST

ଭୁବନେଶ୍ଵର ୨୪।୦୧: ମେଷ – ମଙ୍ଗଳଙ୍କ ରାଶ୍ୟାବସ୍ଥାନ ଯୋଗୁ ଶାରୀରିକ ସୁସ୍ଥତା ଅକ୍ଷୁର୍ଣ୍ଣ ରହିଲେ ମଧ୍ୟ କେତୁ ଯୁକ୍ତ ଚନ୍ଦ୍ର ମାନସିକ ଅଶାନ୍ତିର କାରଣ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବୃଷ – ଦୁଃସ୍ଥାନଓୀ ରବି ଓ ଶୁକ୍ର ପାରିବାରିକ ସମ୍ପର୍କକୁ କ୍ଷୁଣ୍ଣ କରିବ । ଆଜି ଯେଉଁ କାମକୁ ଆରମ୍ଭ କରିବେ ତାହା ଅବଶ୍ୟ ପୂର୍ଣ୍ଣାଙ୍ଗ ହୋଇଯିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମିଥୁନ - ଅଷ୍ଟମସ୍ଥ ବୁଧ ହେତୁ ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ମଧ୍ୟରେ ଚଳିବେ । ପାରିବାରିକ ସମସ୍ୟା ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ନୀଚରାଶିସ୍ଥ ଚନ୍ଦ୍ର ଅସୁସ୍ଥତା ସଙ୍ଗକୁ ସମ୍ପର୍କହାନୀ କରିବ । ଆକସ୍ମିକ ଉପୁଜିଥିବା ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ୨ ବର୍ଷ ପାଠପଢାରେ ସମସ୍ୟା ରହିବ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ସିଂହ – ଧନାଧିପ ଶୁକ୍ରଯୁକ୍ତ ହେତୁ ଆର୍ଥିକ ସମସ୍ୟା ସୁଧୁରି ଯିବାରେ ପଡୋଶୀ ସହାୟତା କରିବେ । କର୍ମକ୍ଷେତ୍ରରେ ସହକର୍ମୀ ଆପଣଙ୍କ ଅସୁବିଧାକୁ ବୁଝି ସାହାଯ୍ୟ ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ଆଜି ମଙ୍ଗଳଙ୍କ କୁପ୍ରଭାବରେ ସାଧାରଣ କଥାକୁ ନେଇ ସହକର୍ମୀଙ୍କ ସହ କଳହ ହୋଇପାରେ । ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ବୁଲ୍ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ତୁଳା – ପରିବାରରେ ସୁଖଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯତ୍ନ କଲେ ଚେଷ୍ଟା କଦାପି ବିଫଳ ହେବନି । ନିର୍ମାଣ,ଶିଳ୍ପ,ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା – ଚନ୍ଦ୍ରଙ୍କ ଦୁର୍ବଳତା ହେତୁ ଆପଣଙ୍କ କୌଣସି ଉଦ୍ୟମ ସଫଳ ହେବା କଷ୍ଟକର । ଚତୁର୍ଥସ୍ଥ ଶନିଙ୍କ ପ୍ରଭାବରୁ ଅଧିକାଂଶ ସମୟରେ ଡିପ୍ରେସନ ଲାଗି ରହିବ ।  ଶୁଭ ଅଙ୍କ ନୀଳ । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧାର୍ମିକ ହେବେ ।

ଧନୁ – ନୀଚସ୍ଥ ବୃହସ୍ପତି ହେତୁ ପ୍ରତ୍ୟେକ କାମ ସମ୍ପନ୍ନରେ ସଫଳ ହେବେ । ପରିବହନ, ଆଲୋଚନା ପରିସରରେ, ସଭାସମିତିରେ,ତର୍କ ଓ ବିବାଦରେ ସ୍ଥଗିତ କାମକୁ ପୂରା କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ସୁଖୀ ହେବେ ।

ମକର – ଅନୁକୂଳ ଗ୍ରହପ୍ରଭାବରୁ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ  ସ୍ଥିର କରିପାରନ୍ତି । ସ୍ୱଗୃହୀ ମଙ୍ଗଳଙ୍କ ଯୋଗୁଁ ପାରିବାରିକ ଚାପ କ୍ରମଶଃ କମି କମି ଆସିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ  -  ରବିଙ୍କ ନକ୍ଷତ୍ରସ୍ଥ ଶନି ହେତୁ ପ୍ରତ୍ୟେକ କାର୍ଯ୍ୟ ସଂଘର୍ଷପୂର୍ଣ୍ଣ ରହିବ । ମାନସିକ ଚାପ ବୃଦ୍ଧି କାରଣରୁ ଅଫିସରେ କାମ କରିବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମୀନ - ଏକାଦଶସ୍ଥ ଏକାଧିକଗ୍ରହ ଆପଣଙ୍କ କାର୍ଯ୍ୟସାଧନରେ ସହାୟକ ହେବେ । ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମ ସମ୍ପନ୍ନରେ ବିଶେଷ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.