ସୋମବାର ରାଶିଫଳ: ଆଗକୁ ବଢିବା ଲାଗି ସୁଯୋଗ ମିଳିବ, ଯାନବାହନ ସୁଖ ମିଳିପାରେ

Published By : Prameya-News7 Bureau | November 07, 2021 IST

ମେଷ– ମନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ । ମିତ୍ରଙ୍କଠାରୁ ସହଯୋଗ ମିଳିପାରେ । ପିଲାଙ୍କ ଉଚ୍ଚ ଶିକ୍ଷା ପାଇଁ ଚିନ୍ତିତ ରହିବେ, କିନ୍ତୁମା’ ଙ୍କ କୃପାରୁ ସରକାରୀ ସାହାର୍ଯ୍ୟ ପ୍ରାପ୍ତ କରିପାରନ୍ତି । ସନ୍ତାନ ସୁଖ ପ୍ରାପ୍ତ କରିବେ । ଶୁଭରଙ୍ଗ ସବୁଜ । ଶୁଭ ଅଙ୍କ ୧ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖଭାରା ଦିନଟି ।

ବୃଷ– ଦିନଟି ଶୁଭଙ୍କର । ବ୍ୟବସାୟରେ ପୁଞ୍ଜି ଲଗାଇଲେ ଲାଭ ମିଳିପାରେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଆଶା କରାଯାଏ । ପଡୋଶୀଙ୍କ ସହ କଳିଝଗଡା ହୋଇପାରେ । ପରିବାରରେ ଅଶାନ୍ତି ରହିବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ-ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ମିଥୁନ - ପୁରୁଣାବନ୍ଧୁଙ୍କ ସହ ମିଶିବା ପାଇଁ ସୁଯୋଗ ମିଳିବ । କୌଣସି ଭଲ କାମ ମିଳିପାରେ । ପରିଶ୍ରମରେ ଥକ୍କା ମାରି କିଛି ସମୟ ବିଶ୍ରାମ ନେଇ ପାରନ୍ତି । ଥଣ୍ଡାକଫରେ ପୀଡିତ ହେବେ । ଶୁଭରଙ୍ଗ ଲାଲ । ଶୁଭ ଅଙ୍କ ୫ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।

କର୍କଟ–କାମ ପାଇଁ ପ୍ରଶଂସିତ ହେବେ । ଦୂର ଯାତ୍ରା କରିବେ, ଅଧିକ ଖର୍ଚ୍ଚ ମଧ୍ୟ ହେବ । ସରକାରୀ କୃପା ଲାଭ କରିପାରନ୍ତି । ଅର୍ଥ ପ୍ରାପ୍ତିସହ ସମ୍ମାନ ମିଳିବ । ହଠାତ୍‌ କିଛି ଅର୍ଥ ମିଳିପାରେ । ଶୁଭରଙ୍ଗ ଆକାଶୀ ନୀଳ । ଶୁଭ ଅଙ୍କ ୯ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଥଣ୍ଡାକାଷ ହୋଇପାରେ
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।


ସିଂହ –ସମାଜରେ ମାନ-ସମ୍ମାନ ବଢିବ । ବୈବାହିକ ଜୀବନ ସୁଖକର ହେବ । ସ୍ୱାଦିଷ୍ଠଖାଦ୍ୟ ଭୋଜନ କରିବେ । କୀର୍ତ୍ତି, ମର୍ତ୍ତି, ସତ୍ତ୍ୱ, ସନ୍ତୋଷ ମିଳିବ । ବ୍ୟବସାୟ ଲାଭରେ ପାଇଁବହୁତ କଷ୍ଟ କରିବାକୁ ପଡିବ । ସୁଖଭୋଗ କରିବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା –ବ୍ୟବସାୟ କାମରେ ଦୂରସ୍ଥାନକୁ ଯାତ୍ରା, ଖର୍ଚ୍ଚଉପରେ ନିୟନ୍ତ୍ରଣ ରଖିବେ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଜନୈକା ମହିଳା ସହାୟତା କରିବେ । ଭାଗ୍ୟଶାଳୀ ହେବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ-ଧାର୍ମିକହେବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ତୁଳା–ଖୁସିଖବର ଆସିପାରେ । ନେତା ଓ ଉଚ୍ଚପଦସ୍ଥ ଅଧିକାରୀଙ୍କ ସଙ୍ଗରେ ରହିବାର ସୁଯୋଗ ମିଳିବ । ଚଞ୍ଚଳ ଚେଷ୍ଟିତ ହୋଇପାରନ୍ତି । ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ । ଶୁଭରଙ୍ଗ ବାଦାମୀ । ଶୁଭ ଅଙ୍କ ୮ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ବିଛା–ସକାରାତ୍ମକ ଭାବନାରେ ରହନ୍ତୁ, କାମ କରିବା ସହଜ ହେବ । ବନ୍ଧୁମାନଙ୍କ ସାହାର୍ଯ୍ୟ ମିଳିବ । ବନ୍ଧୁଙ୍କ ସହାୟତା ପାଇ ଖୁସି ହେବେ । ବ୍ୟବସାୟ ଲାଭଜନକ ହେବା ସହ ପରିବାର ସୁଖ ପାଇବେ । ଶୁଭରଙ୍ଗ ବାଦାମୀ । ଶୁଭ ଅଙ୍କ ୧ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ଥଣ୍ଡାକାଷ ହୋଇପାରେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ଧନୁ – ନିଜବୃତ୍ତିରେ ସଫଳତା ମିଳିବ ଓ ଲାଭବାନ ଏବଂ ବଳିଷ୍ଠ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ମିଥ୍ୟାଚାର ଠାରୁ ଦୂରେଇ ରହିବେ । ସର୍ବାଙ୍ଗୀଣ ଉନ୍ନତି ହେବାର ସୂଚନା ମିଳୁଛି । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୫ ।
• ଚାଷୀ-ଜମିର ଉର୍ବରତା ପାଇଁଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୁଖୀ ହେବେ ।

ମକର–ବ୍ୟକ୍ତିଗତ କାର୍ଯ୍ୟରେ ସମସ୍ୟା ଉପୁଜିପାରେ । ଅନ୍ୟ ସହିତ କଥା କହିବା ବେଳେଏବଂ ଯାତାୟାତ ବେଳେ ସତର୍କ ରହନ୍ତୁ । ହଠାତ୍‌ କିଛି ପାଇଥିବା ଅର୍ଥ ଲଗାଣରେ ସହାୟକ ହେବ । ସାହସୀ ହେବେ । ଶୁଭରଙ୍ଗ ହଳଦୀଆ । ଶୁଭ ଅଙ୍କ ୩ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ -ଆଗକୁ ବଢିବା ଲାଗି ସୁଯୋଗ ମିଳିବ । ପରିବାର ବର୍ଗଙ୍କ ସହ ବାହାରକୁ ବୁଲି ଯାଇପାରନ୍ତି । ଦୃଢମନୋବଳ ନେଇ କାର୍ଯ୍ୟ କରିବେ । ଯାନବାହନ ସୁଖ ମିଳିପାରେ । ଶୁଭକାର୍ଯ୍ୟ କରଣୀୟ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୭ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟକରିବେ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ରଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ - ନୂଆ ସୁଯୋଗ ଓ ସମ୍ଭାବନା ସୃଷ୍ଟିର ଦିନଟିଏ । ରାଜନୀତିରେ ସଫଳତା ମିଳିପାରେ । ଜୀବନସାଥୀଙ୍କ ସହ ମନ ମିଶିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ପିଲାମାନେ ବିଦ୍ୟା ପାଇଁ ଦୂର ଯାତ୍ରା କରିବେ । ଶୁଭରଙ୍ଗ ଗାଢଲାଲ । ଶୁଭ ଅଙ୍କ ୨ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.